ରବି ଫସଲର ଏମଏସପି ବୃଦ୍ଧି: ଗହମ ଦର ୬.୫୯% ବୃଦ୍ଧି ପାଇ କ୍ୱିଣ୍ଟାଲ ପିଛା ହେଲା ଏତିକି ଟଙ୍କା

ନୂଆଦିଲ୍ଲୀ,୧।୧୦: କେନ୍ଦ୍ର କ୍ୟାବିନେଟ୍‌ ବୁଧବାର, ୧ ଅକ୍ଟୋବରରେ ୨୦୨୬-୨୭ ବିପଣନ ଋତୁ ପାଇଁ ୬ଟି ରବି ଫସଲର ନ୍ୟୂନତମ ସମର୍ଥନ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗହମର ଏମଏସପି ୬.୫୯% ବୃଦ୍ଧି ପାଇ କ୍ୱିଣ୍ଟାଲ ପିଛା ୨,୪୨୫ ଟଙ୍କାରୁ ୨,୫୮୫ ଟଙ୍କା ହୋଇଛି।

ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଏହି ବୃଦ୍ଧି କୃଷି ମୂଲ୍ୟ ଓ ଖର୍ଚ୍ଚ ଆୟୋଗ (ସିଏସିପି)ର ସୁପାରିଶ ଅନୁଯାୟୀ କରାଯାଇଛି। ସର୍ବାଧିକ ବୃଦ୍ଧି ସଫ୍ଲାୱାର ପାଇଁ ୬୦୦ ଟଙ୍କା ବୃଦ୍ଧି ସହ ୬,୫୪୦ ଟଙ୍କା, ମସୁରୀ ପାଇଁ ୩୦୦ ଟଙ୍କା ବୃଦ୍ଧି ସହ ୭,୦୦୦ ଟଙ୍କା ହୋଇଛି। ସରସୋ ଓ ମୁଷ୍ଟାର୍ଡର ଏମଏସପି ୨୫୦ ଟଙ୍କା ବୃଦ୍ଧି ପାଇ ୬,୨୦୦ ଟଙ୍କା ଏବଂ ଚଣାର ମୂଲ୍ୟ ୨୨୫ ଟଙ୍କା ବୃଦ୍ଧି ପାଇ ୫,୮୭୫ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri