ନୂଆ ପ୍ୟାକେଜକୁ କ୍ୟାବିନେଟ ମଞ୍ଜୁରୀ

ମୁମ୍ବାଇ: କୋଭିଡ୍‌-୧୯ ଲାଗି ୬.୩୦ ଲକ୍ଷ କୋଟିର ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିଇଏ) ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡିକର ଦକ୍ଷତା ବୃଦ୍ଧି ଲାଗି ୩.୦୩ ଲକ୍ଷ କୋଟିର ଯୋଜନାକୁ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ସେହିଭଳି ଆତ୍ମନିର୍ଭର ଭାରତ ରୋଜଗାର ଯୋଜନାର ସମ୍ପ୍ରସାରଣ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହାବାଦ ୧୬ ରାଜ୍ୟରେ ଭାରତ ନେଟ୍‌ ପ୍ରକଳ୍ପ ପାଇଁ ଭାୟାବିଲିଟି ଗ୍ୟାପ୍‌ ଫଣ୍ଡିଂ ବାବଦ ୧୯,୦୧୪ କୋଟି ଟଙ୍କା ପ୍ରଦାନ, ସ୍ବାସ୍ଥ୍ୟ ସଂକ୍ରାନ୍ତ ଗବେଷଣା ଲାଗି ନେପାଳ ସହ ଚୁକ୍ତି ଭଳି ଅନ୍ୟ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟର ସବୁଜ ସଙ୍କେତ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହୋଇପାରେ ଜେନେରାଲ ଇନସ୍ୟୁରାନ୍ସ

ନୂଆଦିଲ୍ଲୀ,୩-୧: ଜେନେରାଲ ଇନସ୍ୟୁରାନ୍ସ ବା ସାଧାରଣ ବିମା ନେଉଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ଏହା ମହଙ୍ଗା ହୋଇପାରେ। ୨୦୨୦ରେ ଜେନେରାଲ ଇନସ୍ୟୁରାନ୍ସ ପ୍ରିମିୟମ ୧୦ରୁ ୧୫%...

ପୁଞ୍ଜି ପ୍ରତ୍ୟାହାରରୁ ୧.୦୫ ଲକ୍ଷ କୋଟି ସଂଗ୍ରହ ଲକ୍ଷ୍ୟ

ନୂଆଦିଲ୍ଲୀ,୨-୧୦: ସରକାର ଚଳିତ ବର୍ଷ ବିଭିନ୍ନ ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକରୁ ପୁଞ୍ଜି ପ୍ରତ୍ୟାହାର କରିବାକୁ ଯୋଜନା ରଖିଛନ୍ତି। ଚଳିତ ଆର୍ଥତ୍କବର୍ଷ ଏହି ଉଦ୍ୟୋଗଗୁଡିକର ଅଂଶଧନ ବିକ୍ରିରୁ ପ୍ରାୟ...

ଆଜିଠାରୁ ଭାରତ-ଅଷ୍ଟ୍ରେଲିଆ ମୁକ୍ତ ବାଣିଜ୍ୟ, ୬ ହଜାରରୁ ଅଧିକ ଉତ୍ପାଦ ରପ୍ତାନି ଶୁଳ୍କ ମୁକ୍ତ…

ନୂଆଦିଲ୍ଲୀ,୨୯।୧୨ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମଧ୍ୟବର୍ତ୍ତୀ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ଗୁରୁବାର ଠାରୁ କାର୍ଯ୍ୟକାରୀ ହେଉଛି। ଏହା ପରେ ଅଷ୍ଟ୍ରେଲିଆକୁ ଭାରତର...

ଏମ୍‌ଏସି କସ୍‌ମେଟିକ୍ସର ୩ ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଆଇକନିକ୍‌ ମେକ୍‌ ଅପ୍‌ ବ୍ରାଣ୍ଡ୍‌ ଏମ୍‌ଏସି କସ୍‌ମେଟିକ୍ସ ଇଣ୍ଡିଆ ପକ୍ଷରୁ ନିକଟରେ ୩ଟି ନୂତନ ଉତ୍ପାଦର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି...

୧୪ ନଭେମ୍ବରରୁ ଷ୍ଟାର୍‌ କିରଣରେ ମହାସପ୍ତାହ

ଭୁବନେଶ୍ୱର,୧୩।୧୧: ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଷ୍ଟାର୍‌ କିରଣ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏପରିକି ଚଳିତ ବର୍ଷ ନଭେମ୍ବର ୧୪ ରୁ ୧୯...

୮୬୧କୋଟି ଟଙ୍କାର ବୋନସ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଟାଟା ଏଆଇଏ ଲାଇଫ୍‌ ପକ୍ଷରୁ ସମସ୍ତ ଯୋଗ୍ୟ ପଲିସିଧାରକଙ୍କ ପାଇଁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି...

ନିଶାନ ମୋଟରରୁ ଛଟେଇ ହେବେ ୧୭୦୦ ଭାରତୀୟ

ମୁମ୍ବାଇ,୨୭-୭: ମାନ୍ଦାବସ୍ଥା ସାମ୍ନା କରୁଥିବା ଅଟୋ ସେକ୍ଟରରେ ଲକ୍ଷାଧିକ ସଂଖ୍ୟାରେ କର୍ମଚାରୀ ବେକାର ହେବାକୁ ଯାଉଛନ୍ତି। ଭାରତୀୟ ବଜାର ମଧ୍ୟ ଏହି ଜାଲରେ ପଡିଛି। ଜାପାନର...

କର୍ମଚାରୀଙ୍କୁ ଅଶନୀରଙ୍କ ଅଫର: ‘ଥାର୍ଡ ୟୁନିକର୍ନ’ରେ ୫ ବର୍ଷ ପୂରଣ କଲେ ମିଳିବ ମର୍ସଡିଜ୍‌ କାର!

ନୂଆଦିଲ୍ଲୀ, ୧୧।୧: ପୁଣି ଚର୍ଚ୍ଚାରେ ଭାରତ ପେ’ର ସହ-ପ୍ରତିଷ୍ଠାତା ଅଶନୀର ଗ୍ରୋଭର। ମଙ୍ଗଳବାର ତାଙ୍କର ନୂଆ ଷ୍ଟାର୍ଟଅପ୍‌ ‘ଥାର୍ଡ ୟୁନିକର୍ନ’ର ଟିଜର ରିଲିଜ ହୋଇଛି। ସେ...

Advertisement
Archives

Model This Week