Posted inଜାତୀୟ

ବିଏସଏନଏଲକୁ ପୁନରୁଦ୍ଧାର ପାଇଁ ୧.୬୪ ଲକ୍ଷ କୋଟିର ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୨୭।୭: ମୋଦି କ୍ୟାବିନେଟ ପକ୍ଷରୁ ବୁଧବାର ବିଏସଏନଏଲ ପୁନରୁଦ୍ଧାର ପାଇଁ ପ୍ୟାକେଜ ଅନୁମୋଦନ କରାଯାଇଛି। କ୍ୟାବିନେଟ ବୈଠକ ପରେ ଟେଲିକମ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଏସଏନଏଲ ପାଇଁ ୧.୬୪ ଲକ୍ଷ କୋଟିର ପ୍ୟାକେଜ ଘୋଷଣା କରାଯାଇଛି। ବିଏସଏନଏଲ ଏବଂ ଭାରତ ବ୍ରଡବ୍ୟାଙ୍କ ନେଟୱାର୍କ ଲିମିଟେଡ(ବିବିଏନଏଲ୍‌)ର ମିଶ୍ରଣକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହା ଦ୍ୱାରା ଦୁଇ ଟେଲିକମ କମ୍ପାନୀ ମଧ୍ୟରେ ସମନ୍ବୟ ତଥା ବିଏସ୍‌ଏନଏଲ୍‌ର ପୁନରୁଦ୍ଧାର ପାଇଁ କୌଣସି ଅସୁବିଧା ହେବ ନାହିଁ। ଆମେ ନିଶ୍ଚିତ ଯେ ସରକାରଙ୍କ ଏହି ନିଷ୍ପତ୍ତି ଦେଶର ପ୍ରତ୍ୟେକ କୋଣ ଅନୁକୋଣରେ ବ୍ରଡବ୍ୟାଣ୍ଡ ସେବା ଯୋଗାଇବାରେ ସହାୟକ ହେବ। ଏହା ସହିତ କେନ୍ଦ୍ର କ୍ୟାବିନେଟ ମଧ୍ୟ ଆନୁମାନିକ ୨୬,୩୧୬ କୋଟି ଟଙ୍କା ବ୍ୟୟରେ ୟୁନିଭର୍ସାଲ ସର୍ଭିସ ବାଧ୍ୟତାମୂଳକ ପାଣ୍ଠି ମାଧ୍ୟମରେ ଦେଶର ସମସ୍ତ ଗ୍ରାମକୁ ୪ଜି ସେବା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧିଦଳ ନେତା ପଦରୁ ଇସ୍ତଫା ଦେଲେ କମଳ ନାଥ

ଭୋପାଳ,୨୮ ।୪: ମଧ୍ୟପ୍ରଦେଶ ବିଧାନସଭାର ବିରୋଧିଦଳ ନେତା କମଳ ନାଥ ପଦରୁ ଇସ୍ତଫା ଦେଇଛନ୍ତି । ହେଲେ ସେ ପ୍ରଦେଶ ଅଧ୍ୟକ୍ଷ ପଦରେ ରହିବେ କିନ୍ତୁ...

ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ

ନୂଆଦିଲ୍ଲୀ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ସୋମବାର ଅପରାହ୍ନରେ ଦିଲ୍ଲୀର ରାଜଘାଟରେ କଂଗ୍ରେସ ଏହାର ବିରୋଧରେ ସତ୍ୟାଗ୍ରହ...

କବରରୁ ବାହାର କରାଯିବ ନାହିଁ ଆମିରଙ୍କ ମୃତଦେହ, ୯ ମାସ ତଳେ ହୋଇଥିବା ଏନ୍‌କାଉଣ୍ଟର ମାମଲାରେ ଏସ୍‌ସିଙ୍କ ବଡ଼ ଫଇସଲା…

ନୂଆଦିଲ୍ଲୀ, ୧୨।୯ : ଶ୍ରୀନଗରର ଚର୍ଚ୍ଚିତ ତଥା ବିବାଦୀୟ ହୈଦରପୋରା ଏନକାଉଣ୍ଟର ମାମଲାରେ ସୁପ୍ରିମକୋର୍ଟ (ଏସ୍‌ସି)  ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ୯ ମାସ...

ଆରମ୍ଭ ହେଲା ତୈଳ ଝଟକା

ନୂଆଦିଲ୍ଲୀ,୨୩ା୩: ଅନ୍ତର୍ଜାତୀୟ ବଜାରରେ ତୈଳ ଦର ବୃଦ୍ଧି ପାଉଥିବା ବେଳେ ଭାରତୀୟ ବଜାରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି...

ଘନ କୁହୁଡ଼ି ଯୋଗୁ ବାଟ ନ ପାଇ ୬୦୦ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇ ଡଙ୍ଗା ମଝି ସମୁଦ୍ରରେ ଅଟକିଲା…

କୋଲକାତା,୧୬।୧ : ରବିବାର ରାତିରେ ଗଙ୍ଗାସାଗରରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା ମଝି ସମୁଦ୍ରରେ ଫସି ରହିଥିଲା। ସୂଚନା ଅନୁଯାୟୀ, ଏଥିରେ ୫୦୦ରୁ ୬୦୦...

ଜେଏସ୍‌ପିକୁ ଶ୍ରେଷ୍ଠ ସିଏସ୍‌ଆର୍‌ ସମ୍ମାନ

ନୂଆଦିଲ୍ଲୀ,୯।୯:କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ସମ୍ମାନିତ କରାଯାଇଛି। ଗୁରୁବାର କୋଲକାତାରେ ଆୟୋଜିତ...

ପାକିସ୍ତାନରୁ ଗୁଜରାଟ ଆସିଥିଲା ୬୦୦ କୋଟି ଟଙ୍କାର ଡ୍ରଗ୍ସ

ଅହମଦାବାଦ,୧୫।୧୧: ଗୁଜରାଟରୁ ପୁଣି ଜବତ ହୋଇଛି ୧୨୦ କେଜି ଡ୍ରଗ୍ସ। ଗୁଜରାଟ ଆତଙ୍କବାଦ ନିରୋଧ ସ୍କ୍ବାଡ(ଏଟିଏସ୍‌) ମୋରବି ଜିଲା ଝିନଜୁଦା ଗ୍ରାମରୁ ଏହି ବିପୁଳ ପରିମାଣର...

କରୋନା ପ୍ରଭାବ: ନିଜେ ଟାଇପ୍‌ କରୁଛନ୍ତି ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୨୧।୭: ମହାମାରୀ କରୋନା ସଂକ୍ରମଣକୁ ନେଇ ଜନସାଧାରଣ ଭୟଭୀତ ଅବସ୍ଥାରେ ଥିବା ବେଳେ ଏହାର ପ୍ରଭାବ ସବୁ କାର୍ଯ୍ୟରେ ପଡ଼ିଥିବା ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟର ବିଚାରପତି...

Advertisement
Archives

Model This Week