କ୍ୟାବିନେଟ୍‌ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ଭଳି ଭୁବନେଶ୍ୱରରେ ଥିବା ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଆଇନ ଆଣିଛନ୍ତି। ଏହାଦ୍ୱାରା ମନ୍ଦିର, ଏହାର ସମ୍ପତ୍ତି , ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟ ମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବିଷୟଗୁଡ଼ିକର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରାଯିବ। ରାଜ୍ୟ ସରକାର ସ୍ବତନ୍ତ୍ର ଆଇନକୁ କାର୍ଯ୍ୟକାରୀ କରିବା ପାଇଁ ଅଧ୍ୟାଦେଶ ଆଣିଛନ୍ତି। ଏହାଦ୍ୱାରା ମନ୍ଦିର କାର୍ଯ୍ୟଗୁଡିକର ଉତ୍ତମ ଏବଂ ସୁ ପରିଚାଳନା ହେବା ସହିତ ତୀର୍ଥଯାତ୍ରୀ, ଭକ୍ତ ଓ ଉପାସକମାନଙ୍କୁ ଉନ୍ନତ ମାନର ସୁବିଧା ସୁଯୋଗ ଯୋଗାଇ ଦିଆଯାଇପାରିବ। ଏହି ଆଇନ ମନ୍ଦିର ସମ୍ପତ୍ତି ସୁରକ୍ଷିତ ରଖିବା ପାଇଁ କମିଟିକୁ ସଶକ୍ତ କରିବ। ଉକ୍ତ ଅଧ୍ୟାଦେଶକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri