Posted inଜାତୀୟ

ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ, ଅଜିତ୍‌ଙ୍କୁ ମିଳିଲା ଅର୍ଥ ମନ୍ତ୍ରଣାଳୟର ଦାୟିତ୍ୱ

ମୁମ୍ବାଇ, ୧୪।୭: ମହାରାଷ୍ଟ୍ରରେ ଶୁକ୍ରବାର କ୍ୟାବିନେଟ ସମ୍ପ୍ରସାରଣ ହୋଇଛି। ମହରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇଥିବା ଏନସିପି ନେତା ଅଜିତ୍‌ ପାଓ୍ବାରଙ୍କୁ ଅର୍ଥ ମନ୍ତ୍ରଣାଳୟର ଦାୟିତ୍ୱ ମିଳିଛି। ସେହିପରି ଶରଦ ପାଓ୍ବାରଙ୍କ ହାତ ଛାଡି ଆସିଥିବା ଛଗନ ଭୁଜବଲଙ୍କୁ ଖାଦ୍ୟ ବିଭାଗ, ଦିଲୀପ ଓ୍ବେଲ୍ସ ପାଟିଲଙ୍କୁ ସମବାୟ ସମିତି, ଆଦିତି ତଟକେରେଙ୍କୁ ମହିଳା ଏବଂ ଶିଶୁ ବିକାଶର ଦାୟିତ୍ୱ ମିଳିଥିବା ବେଳେ ଧନଞ୍ଜୟ ମୁଣ୍ଡେଙ୍କୁ କୃଷି, ହସନ ମୁଶ୍ରିଫଙ୍କୁ ସ୍ବାସ୍ଥ୍ୟ ଏବଂ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଶିନ୍ଦେ କୃଷି ମନ୍ତ୍ରଣାଳୟର ଦାୟିତ୍ୱରେ ଥିଲେ। ଏହା ବ୍ୟତୀତ ଭାଜପା ନେତାମାନଙ୍କ ପାଖରେ ସ୍ବାସ୍ଥ୍ୟ, ଶିକ୍ଷା ଏବଂ କ୍ରୀଡା ମନ୍ତ୍ରଣାଳୟ ଥିଲା।

ଶୁକ୍ରବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଅଜିତ ପାୱାରଙ୍କ ମଧ୍ୟରେ ମାରାଥନ ବୈଠକ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…

ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ…

ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…

ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri