Posted inଜାତୀୟ

ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୧: ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲେ ଏବଂ ସରକାର ସେମାନଙ୍କୁ ଏହି ଉପହାର ଦେଇଛନ୍ତି। ଏଥିପାଇଁ ଖୁବ ଶୀଘ୍ର ଏକ କମିଟି ଗଠନ କରାଯିବ ଏବଂ ଅଷ୍ଟମ ବେତନ କମିଶନ ଗଠନ ପ୍ରକ୍ରିୟା ଆରମ୍ଭ କରାଯିବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏହାକୁ ଅନୁମୋଦନ କରାଯାଇଛି।

ଏଥିପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କ ସଂଗଠନଗୁଡ଼ିକ କ୍ୟାବିନେଟ ସଚିବଙ୍କୁ ଭେଟି ଅଷ୍ଟମ ବେତନ କମିଶନ ଗଠନ ପାଇଁ ଦାବି କରିଥିଲେ ଏବଂ ଏହି ସଂଗଠନଗୁଡ଼ିକ ଅଷ୍ଟମ ବେତନ କମିଶନ ଗଠନ ପାଇଁ ସରକାରଙ୍କ ଉପରେ ନିରନ୍ତର ଚାପ ସୃଷ୍ଟି କରୁଥିଲେ।

ଜାନୁଆରୀ ୧, ୨୦୧୬ରୁ ଦେଶରେ ସପ୍ତମ ବେତନ କମିଶନ ଲାଗୁ ହୋଇଥିଲା। ଏହା ଦ୍ୱାରା ପ୍ରାୟ ୧ କୋଟି ଲୋକ ଉପକୃତ ହୋଇଥିଲେ। ଯେହେତୁ ପ୍ରତି ୧୦ ବର୍ଷରେ ବେତନ କମିଶନ ଲାଗୁ ହୁଏ, ଏବେ ଆଶା କରାଯାଉଛି ଯେ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ୧ ଜାନୁଆରୀ ୨୦୨୬ରୁ ୮ମ ବେତନ କମିଶନ ଲାଗୁ କରିବେ। ଏହା ସର୍ବନିମ୍ନ ମଜୁରୀ ଏବଂ ପେନଶନରେ ବଡ଼ ପରିବର୍ତ୍ତନ ଆଣିବାର ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri