କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି ।  କ୍ୟାବିନେଟରେ ST-SC ବିଭାଗରୁ ବଡ଼ ଘୋଷଣା କରାଯାଇଛି । ମୋଟ ୧୦୩୨ଟି ପୋଷ୍ଟ ସୃଷ୍ଟି ହୋଇଛି ।

ଆଇନ ବିଭାଗର ୩ଟି, ଶକ୍ତି ବିଭାଗର ୨ଟି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ୧ ଏବଂ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ସମ୍ପର୍କିତ ଗୋଟିଏ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri