ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଭୁବନେଶ୍ୱରରେ ହେବ କ୍ୟାନ୍ସର ହସ୍ପିଟାଲ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି।
ସେଗୁଡିକ ହେଉଛି- ଭୁବନେଶ୍ୱରରେ ହେବ ବାଗ୍‌ଚୀ ଶଙ୍କର କ୍ୟାନ୍ସର ହସ୍ପିଟାଲ । ଏଥିପାଇଁ ସୁବ୍ରତ ବାଗ୍‌ଚୀ ଓ ତାଙ୍କ ପତ୍ନୀ ସୁସ୍ମିତା ବାଗ୍‌ଚୀ ୨୧୦ କୋଟି ଟଙ୍କା ପ୍ରଦାନ କରିବେ । ଏହା ୨୦୨୪ ସୁଦ୍ଧା କାର୍ଯ୍ୟକ୍ଷମ ହେବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଇନ୍‌ଫୋସିଟି ଅଞ୍ଚଳରେ ୨୦ ଏକର ଜମି ଯୋଗାଇ ଦିଆଯିବ । ପ୍ରଥମେ ୨୫୦ ବେଡ୍‌ ଓ ପରେ ୫ଶହ ବେଡ୍‌ର ହସ୍ପିଟାଲରେ ପରିଣତ କରାଯିବ।
ଭୁବନେଶ୍ବରରେ ପାଲିଏଟିଭ କେୟାର ହସ୍ପିଟାଲ ପାଇଁ ମଧ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି। ବାଗ୍‌ଚୀ କରୁଣାଶ୍ରୟ ପାଲିଏଟିଭ କେୟାର ସେଣ୍ଟର ମିଳିତ ଭାବେ ଏହାକୁ ଭୁବନେଶ୍ବରରେ ନିର୍ମାଣ କରିବେ। ଏଥିପାଇଁ ବାଗଚୀ ଦମ୍ପତି ୧୩୦ କୋଟି ଟଙ୍କା ପ୍ରଦାନ କରିବେ। ଇନଫୋଭ୍ୟାଲି ନିକଟରେ ସରକାର ଏଥିପାଇଁ ୨୦ ଏକର ଜମି ଯୋଗାଇ ଦେବେ। ଏଥିରେ ରୋଗୀଙ୍କ ଚିକିତ୍ସା ମାଗଣାରେ କରାଯିବ।
ସେହିଭଳି ଓଡ଼ିଶା ଖଣିଜ ପଦାର୍ଥ ଚୋରି ଓ ବେଆଇନ କାରବାର ନିରାକରଣ ସଂଶୋଧନ ଅଧିନିୟମ ୨୦୨୧କୁ ମଧ୍ୟ କ୍ୟାବିନେଟ ମୋହର ବାଜିଛି। ଏହାଦ୍ବାରା ରାଜ୍ୟରେ ଖଣିଜ ପଦାର୍ଥ ଚୋରି, ଚୋରାଚାଲାଣ ଏବଂ ଖଣି ସମ୍ପର୍କିତ ବେଆଇନ କାରବାରରେ ଅଙ୍କୁଶ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri