କ୍ୟାବିନେଟ୍‌ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମୋଟ୍‌ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବକୁ ଆଲୋଚନା ପରେ ଅନୁମୋଦନ କରାଯାଇଛି।

ଏଣିକି ଅଙ୍ଗନବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ଅବକାରୀ ବିଭାଗ ନିୟମ ୨୦୧୭ ମଧ୍ୟ ସଂଶୋଧନ କରିଛନ୍ତି ସରକାର।

ଅନୁସୂଚିତ ଜାତି ଓ ଜନଜାତି କ୍ୟାଡର ପୁନଃଗଠନ ହେବ। ଏଥିସହିତ ୨୪ ନୂଆ ପଦବୀ ସୃଷ୍ଟି କରାଯିବାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଅବକାରୀ କନଷ୍ଟେବଳ ଡିଭିଜନ ବଦଳାଯାଇ ଜିଲା କ୍ୟାଡର କରାଯାଇଛି। ୧୦୮ କୋଟି ଟଙ୍କା ବ୍ୟୟ ବରାଦରେ ବୈତରଣୀ ବାମ ଓ ଡାହାଣ କେନାଲ କାର୍ଯ୍ୟ ହେବ। ଏଥିସହିତ ଭଦ୍ରକ, ବାଲେଶ୍ବର, କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳସେଚିତ ହେବ। ଆଗାମୀ ୫ ବର୍ଷ ପାଇଁ ୧୦୮ ସେବା ପାଇଁ ୨୩୯୮ କୋଟି ଟଙ୍କା ମଞ୍ଜୁରୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri