Posted inଜାତୀୟ

ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବସିବ କ୍ୟାବିନେଟ୍‌ ବୈଠକ

ରାୟପୁର,୩୦।୧୨: ଛତିଶଗଡ ସରକାରଙ୍କ ଶୁକ୍ରବାର ଚଳିତ ବର୍ଷର ଶେଷ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ତେବେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ବାସଭବନରେ ଏହି ବୈଠକ ବସିବାର ନେଇ ସୂଚନା ମିଳିଛି। ଏହି ବୈଠକରେ ଜାନୁୟାରୀ ୨ ତାରିଖରେ ହେବାକୁ ଥିବା ରାଜ୍ୟରେ ଶୀତକାଳୀନ ଅଧିବେଶନ ସମ୍ପର୍କରେ ଆଲୋଚନା କରାଯିବ। ଏପରିକି ଅଧିବେଶନ କିପରି ସୁରୁଖୁରୁରେ ଚାଲିବ ସେନେଇ ରଣନୀତି ପ୍ରସ୍ତୁତ ହେବ। ଏହା ବ୍ୟତିତ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହେବ। ସୂଚନାଯୋଗ୍ୟ, ରାଜ୍ୟରେ ବିଧାନସଭା ଶୀତକାଳୀନ ଅଧିବେଶନ ଜାନୁୟାରୀ ୨ରୁ ୬ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ହିଂସା ୪୩% କମିଛି

ନୂଆଦିଲ୍ଲୀ,୨୫ା୭(ପି.ଟି.): ଗତ ୫ ବର୍ଷରେ ମାଓବାଦୀ ହିଂସା ୪୩% କମିଛି। ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜ. କିଷନ୍‌...

କଂଗ୍ରେସ ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ନିର୍ବାଚନ ପ୍ରଚାର ପାଇଁ ବୁଧବାର କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ପୂର୍ବତନ କ୍ରିକେଟର ତଥା କଂଗ୍ରେସ...

ଜନ ଗଣ ମନ… ବଦଳାଇବା ପାଇଁ ଦାବି

ନୂଆଦିଲ୍ଲୀ,୨।୧୨: ରାଷ୍ଟ୍ର ଗାନ ଜନ ଗଣ ମନ…କୁ ପରିବର୍ତ୍ତନ କରିବା ପାଇଁ ଦାବି ହୋଇଛି। ଭାଜପା ସଦସ୍ୟ ସୁବ୍ରମଣ୍ୟମ୍‌ ସ୍ବାମୀ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

୭୫ ଦିନ ପରେ ମିଳିଲା ପାଇଲଟ୍‌ଙ୍କ ମୃତଦେହ

ପଠାନକୋଟ୍‌,୧୭।୧୦: ଗତ ଅଗଷ୍ଟ ୩ ତାରିଖରେ ପଞ୍ଜାବର ପଠାନକୋଟ ଜିଲାର ରନ୍‌ଜୀତ ସାଗର ଡ୍ୟାମରେ ସେନାର ଏକ ହେଲିକାପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେବେଠାରୁ ହେଲିକାପ୍ଟର ଦ୍ୱିତୀୟ...

ସାମ୍ନାକୁ ଆସିଲା ହାଥରସ୍‌ ଘଟଣାସ୍ଥଳର ଭିଡିଓ

ଲକ୍ଷ୍ନୌ, ୮।୧୦- ଉତ୍ତରପ୍ରଦେଶ ହାଥରସ୍‌ ଗଣବଳାତ୍କାର ମାମଲାର ତଦନ୍ତ ଚାଲିଥିବାବେଳେ ବର୍ତ୍ତମାନ ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଘଟଣାର ପରବର୍ତ୍ତୀ ସ୍ଥିତି ରେକର୍ଡ କରାଯାଇଛି।...

ମଙ୍ଗଳୟାନ ଉଠାଇଲା ‘ଫାବୋସ୍‌’ ଫଟୋ

ବେଙ୍ଗାଲୁରୁ,୫ା୭ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମଙ୍ଗଳୟାନ(ମାର୍ସ ଅର୍ବିଟର ମିଶନ)ରେ ଥିବା ମାର୍ସ କଲର କ୍ୟାମେରା (ଏମ୍‌ସିସି) ମଙ୍ଗଳ ଗ୍ରହର ବୃହତ୍ତମ ଚନ୍ଦ୍ର...

୩ ଆଇଏସ୍‌ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୨୬ା୧୧: ଆଇଏସ୍‌ ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିଥିବା ୩ ଆତଙ୍କବାଦୀଙ୍କୁ ବିସ୍ଫୋରକ ସହ ଦିଲ୍ଲୀ ପୋଲିସ ଆସାମ୍‌ର ଗୋଲ୍‌ପାରାରୁ ଗିରଫ କରିଛି। ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ...

ଦୀପାବଳି ପାଇଁ ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୪ ।୧୧: ଦୀପାବଳି ଅବସରରେ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣକୁ ନଜରରେ ରଖି ହାଇ ଆଲର୍ଟ ଜାରି କରାଯାଇଛି । ଏହାକୁ ନେଇ ଦିଲ୍ଲୀ ପୋଲିସ...

Advertisement
Archives

Model This Week