Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଶବ-ବ୍ରଜେଶ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ଲକ୍ଷ୍ନୌର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ଯୋଗୀଙ୍କ ୨.୦ଇଂନିସ ଆରମ୍ଭ ହୋଇଛି। ଯୋଗୀଙ୍କ ସହ ୨ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଶୁକ୍ରବାର ଅପରାହ୍ନ ୪ଟା ୨୦ରେ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏତଦ୍‌ ବ୍ୟତୀତ ଅନ୍ୟ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଆନନ୍ଦୀବେନ ପଟେଲ ସେମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ବିଧାନସଭା ନିର୍ବାଚନରେ କୋଶାମ୍ବି ଜିଲାର ସିରାଥୁ ଆସନରୁ ଶୋଚନୀୟ ପରାଜୟ ପରେ କେଶବ ମୌର୍ଯ୍ୟ ଉପମୁଖ୍ୟମନ୍ତ୍ରୀ ପଦରେ ରହିବେ କି ନାହିଁ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ଭାଜପା ହାଇକମାଣ୍ଡ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ କେଶବ ମୌର୍ଯ୍ୟଙ୍କୁ ଆଉ ଥରେ ସୁଯୋଗ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ସଙ୍କଟ ଉତ୍କଟ: ଦେଶର ୯୧ ଜଳାଶୟରେ ରହିଛି ୨୦ ପ୍ରତିଶତ ଜଳ

ନୂଆଦିଲ୍ଲୀ,୩।୬: ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଦେଶର ୯୧ ଟି ଜଳାଶୟରେ ମାତ୍ର ୨୦ ପ୍ରତିଶତ ଜଳ ରହିଥିବା କେନ୍ଦ୍ରୀୟ ଜଳ ଆୟୋଗ...

କରୋନା ରୋଗୀଙ୍କ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା କରିବାକୁ ପଡ଼ୁଛି ଅପେକ୍ଷା

ଲକ୍ଷ୍ନୌ, ୮।୪: ଉତ୍ତରପ୍ରଦେଶରେ ବଢୁଥିବା କରୋନା ମାମଲା ଚିନ୍ତାର କାରଣ ପାଲଟିଛି। ସଂକ୍ରମଣର ରୋକିବା ପାଇଁ ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଯେଉଁ ଜିଲା...

ଅନୁପ୍ରବେଶ ବେଳେ କୁପଓ୍ବାଡାରେ ଜଣେ ଆତଙ୍କବାଦୀ ନିହତ

କୁପଓ୍ବାଡା,୨୦।୫: ଉତ୍ତର କଶ୍ମୀରର କୁପୱାଡା ଜିଲାର ତଙ୍ଗଧାର ସେକ୍ଟରରେ ଅନୁପ୍ରବେଶ ସମୟରେ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଏନ୍‌କାଉଣ୍ଟର କରିଛନ୍ତି। ଶୁକ୍ରବାର ସକାଳେ କୁପୱାଡାରେ ବର୍ଷା ହେଉଥିବା...

ଗଣେଶଙ୍କ ଆଧାରକାର୍ଡରେ ନିର୍ମିତ ହେଲା ପେଣ୍ଡାଲ

ରାଞ୍ଚି,୧।୯: ଗଣେଶ ପୂଜା ଅବସରରେ ଅନେକ ସ୍ଥାନରେ ଗଣେଶଙ୍କର ଭିନ୍ନ ପ୍ରକାର ପ୍ରତିମୂର୍ତ୍ତି ତିଆରି କରାଯାଇଛି। ଇତିମଧ୍ୟରେ ଝାଡ଼ଖଣ୍ଡରେ ଏକ ନିଆରା ମୂର୍ତ୍ତି ତିଆରି କରାଯାଇଥିବା...

ପ୍ରଥମେ ପାଠପଢ଼ାରେ ମନ ଦିଅ, ପରେ ବିବାହ…

ଭୋପାଳ, ୨୩।୨ : ପାଠପଢ଼ା ପରେ ବିବାହ କାର୍ଯ୍ୟ ହେଲେ ଭଲ। ନାରୀ ନିକେତନରେ ଥିବା ଜଣେ ଯୁବତୀଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ପକ୍ଷରୁ ଏଭଳି ପରାମର୍ଶ...

ରାମାୟଣ କନକ୍ଲେଭର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଲକ୍ଷ୍ନୌ,୨୯ ।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିନିକିଆ ଅଯୋଧ୍ୟା ଗସ୍ତରେ ଅଛନ୍ତି । ରବିବାର ତାଙ୍କର ସୁରକ୍ଷା ଓ ସ୍ୱାଗତକୁ ନେଇ ସମସ୍ତ ବ୍ୟବସ୍ଥା କରାଯାଇଛି...

‘ପ୍ରଭାବଶାଳୀ ବିରୋଧୀ ଦଳ ଭୂମିକା ନେବୁ’

ବାରାମତି,୨୬ା୧୦: ମହାରାଷ୍ଟ୍ର ବିଧାନସଭାରେ ଏନ୍‌ସିପି ପ୍ରଭାବଶାଳୀ ବିରୋଧୀ ଦଳର ଭୂମିକା ତୁଲାଇବ ବୋଲି ଏହାର ଅଧ୍ୟକ୍ଷ ଶରଦ ପାଓ୍ବାର ଶୁକ୍ରବାର କହିଛନ୍ତି। ଜନସାଧାରଣ ଆମକୁ ସରକାର...

ଘୃଣା ବିସ୍ତାର କରୁଥିବା ଲୋକଙ୍କ ବିରୋଧରେ ହୋଇଥିଲା ଭାରତ ଯୋଡୋ ଯାତ୍ରା: ସୋନିଆ…

ବେଙ୍ଗାଲୁରୁ,୬।୫ : କଂଗ୍ରେସ ନେତା ସୋନିଆ ଗାନ୍ଧୀ ଶନିବାର ଶାସକ ଭାରତୀୟ ଜନତା ପାର୍ଟିକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଘୃଣା ବିସ୍ତାର କରୁଥିବା...

Advertisement
Archives

Model This Week