Posted inଜାତୀୟ

କେନ୍ଦ୍ର କ୍ୟାବିନେଟ୍‌ରରେ ବଡ଼ ନିଷ୍ପତ୍ତି: ଶ୍ରୀହରିକୋଟାରେ ନିର୍ମାଣ ହେବ ତୃତୀୟ ଲଞ୍ଚ୍‌ପ୍ୟାଡ୍‌

ନୂଆଦିଲ୍ଲୀ,୧୬।୧: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍‌ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ୍‌ପ୍ୟାଡ୍‌ (ଟିଏଲ୍‌ପି) ନିର୍ମାଣ ହେବାକୁ ଯାଉଛି। ଉକ୍ତ ଲଞ୍ଚ୍‌ପ୍ୟାଡ୍‌ ସମେତ ଆନୁଷଙ୍ଗିକ ସୁବିଧା ପାଇଁ ୩,୯୮୫ କୋଟି ଟଙ୍କା ନିବେଶ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟରେ ଗୁରୁବାର ଏହି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛି। ୪ ବର୍ଷ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

ମହାକାଶ କେନ୍ଦ୍ର ସ୍ଥାପନ, ଗଗନୟାନ ଏବଂ ଚନ୍ଦ୍ରକୁ ମହାକାଶଚାରୀ ପଠାଇବା ସମେତ ଭବିଷ୍ୟତରେ ଅଧିକ ଓଜନଦାର ସ୍ପେସ୍‌କ୍ରାଫ୍ଟ ପଠାଇବା ପାଇଁ ଲକ୍ଷ୍ୟ ରଖାଯାଇଥିବାରୁ ତୃତୀୟ ଲଞ୍ଚ୍‌ପ୍ୟାଡ୍‌ ନିର୍ମାଣ ଜରୁରୀ ହୋଇପଡ଼ିଛି। ୩୦ ହଜାର ଟନ୍‌ ଓଜନର ସ୍ପେସ୍‌କ୍ରାଫ୍ଟକୁ ପୃଥିବୀର ନିମ୍ନ କକ୍ଷପଥକୁ ପ୍ରେରଣ କରିବାରେ ଏହି ଲଞ୍ଚ୍‌ପ୍ୟାଡ୍‌ ସମର୍ଥ ହେବ।

ବର୍ତ୍ତମାନର ଲଞ୍ଚ୍‌ପ୍ୟାଡ୍‌ ସାମର୍ଥ୍ୟ ୮,୦୦୦ ଟନ୍‌ ରହିଛି। ଇସ୍ରୋ ପରବର୍ତ୍ତୀ ପିଢ଼ିର ଲଞ୍ଚ୍‌ ଭେହିକିଲ୍‌(ଏନ୍‌ଜିଏଲ୍‌ଭି)ର ବିକାଶ କରୁଛି। ଏହାର ଉଚ୍ଚତା ୯୧ ମିଟର ରହିବ, ଯାହାକି ୭୨ ମିଟର ଉଚ୍ଚତାବିଶିଷ୍ଟ କୁତବ୍‌ମିନାରଠାରୁ ଅଧିକ ଉଚ୍ଚ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫…

ସ୍କୁଲଛୁଟିକୁ ନେଇ ବଡ଼ ଘୋଷଣା କଲେ ସରକାର, ସାରା ରାଜ୍ୟରେ ୨୪ଜୁନ ଯାଏ…

ଲକ୍ଷ୍ନୌ,୧୭।୬: ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ଲୁ (ଗରମ ପବନ)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri