ସୋମବାର କ୍ୟାବିନେଟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ ବୈଠକ ବସିବ। ବୈଠକରେ ପାନୀୟ ଜଳ, କ୍ୟାଡର ପୁନର୍ଗଠନ, ଜଳସେଚନ, ଟେଣ୍ଡର ଅନୁମୋଦନ ଭଳି ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି। ବିଶେଷକରି ଜଳସମ୍ପଦ, କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ, ଭିନ୍ନକ୍ଷମ ସଶକ୍ତୀକରଣ, ରାଜସ୍ବ ବିଭାଗର ଅନେକ ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦନ ହେବାର ଅଛି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରେ ଥିବାବେଳେ ଭିଡିଓ କନ୍‌ଫରେନ୍ସ ଜରିଆରେ କ୍ୟାବିନେଟରେ ଅଧ୍ୟକ୍ଷତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri