ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ମଧ୍ୟାହ୍ନ ୧୨ଟା ୩୦ରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ରହିବେ। ଏଥିରେ ବିଧାନସଭା ବଜେଟ୍‌ ଅଧିବେଶନର ସତ୍ରାବସାନ, ଉଚ୍ଚଶିକ୍ଷାରେ ଅନୁଦାନ ବ୍ୟବସ୍ଥାରେ ସଂଶୋଧନ, ପୂର୍ତ୍ତ ବିଭାଗର ଦୁଇଟି, ଅର୍ଥ ବିଭାଗର ଗୋଟିଏ ସମେତ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri