ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ମିଳିବ। ନିର୍ଦ୍ଦିଷ୍ଟ ଭାବେ କେଉଁ କେଉଁ ଏଜେଣ୍ଡା କ୍ୟାବିନେଟ୍‌ ବୈଠକରେ ରହିଛି, ସେ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁି। ତେବେ ବିଶ୍ୱସ୍ତ ସୂତ୍ରରୁ ଯାହା ଜଣାପଡ଼ିଛି, ବୁଧବାର ଅପରାହ୍ନ ୫ଟା ୩୦ ମିନିଟ୍‌ରେ ହେବାକୁ ଥିବା କ୍ୟାବିନେଟ୍‌ରେ ଆଇନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ରାଜସ୍ବ, ଅର୍ଥ ଏବଂ ଶକ୍ତି ବିଭାଗର ପ୍ରାୟ ୧୩ଟି ପ୍ରସ୍ତାବ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି। ତେବେ ମନ୍ତ୍ରୀମାନଙ୍କ ମଧ୍ୟରୁ ଅଧିକାଂଶ ବ୍ରଜରାଜନଗର ଉପନିର୍ବାଚନ ଦାୟିତ୍ୱରେ ଯାଇଥିବା ବେଳେ ଆଉ କେତେଜଣ ତାରାତାରିଣୀ ପୀଠର ସୌନ୍ଦର୍ଯ୍ୟକରଣ କାମର ମୁଖ୍ୟମନ୍ତ୍ରୀ କରୁଥିବା ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବାକୁ ବ୍ରହ୍ମପୁରରେ ଡେରା ପକାଇଛନ୍ତି। ଯେଉଁମାନେ ଲୋକସେବା ଭବନରେ ପହଞ୍ଚି ନ ପାରିବେ ସେମାନେ ଜିଲା ମୁଖ୍ୟାଳୟରୁ ଭିଡିଓ କନ୍‌ଫରେନ୍ସରେ ଯୋଗଦେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri