ଆଜି କ୍ୟାବିନେଟ: ୧୦ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମୋହର ଲାଗିବ। ଦୀପାବଳି ପୂର୍ବରୁ ରାଜ୍ୟ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି। କ୍ୟାବିନେଟ ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜଳ ସମ୍ପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ, ସାଧାରଣ ପ୍ରଶାସନ, ଉଚ୍ଚଶିକ୍ଷା, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଅର୍ଥ, ସ୍ବାସ୍ଥ୍ୟ ବିଭାଗର ୧୦ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ପିଲାଙ୍କୁ ମିଳିବ ସ୍କୁଲ ବ୍ୟାଗ୍‌, ଏହି ଶ୍ରେଣୀରୁ…

ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri