ଆଜି କ୍ୟାବିନେଟ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ଅପରାହ୍ନ ୫ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଅନୁମୋଦନ ହେବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସ୍ବାସ୍ଥ୍ୟ, ପଞ୍ଚାୟତିରାଜ, ନଗର ଉନ୍ନୟନ, କୃଷି, ଯୋଗାଣ, ସମବାୟ ବିଭାଗର ୧୦ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଅନୁମୋଦନ ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri