ଆଜି କ୍ୟାବିନେଟ

ଭୁବନେଶ୍ୱର,୨୧ା୭(ଅନିଲ ଦାସ):ଲୋକସେବା ଭବନରେ ଶୁକ୍ରବାର ସା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ଲାଗିବା ସମ୍ଭାବନା ରହିଛି । ତେବେ କ୍ୟାବିନେଟ ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା କେତେକ ଯୋଜନା ସମେତ କ୍ୟାଡର ପୁନର୍ଗଠନ, ପାନୀୟ ଜଳ ପ୍ରକଳ୍ପ ଆଦିକୁ କ୍ୟାବିନେଟରେ ଅନୁମୋଦନ ମିଳିବ। ଏଥିସହିତ ମହିଳା ଓ ଶିଶୁ ବିକାଶ, ସାଧାରଣ ପ୍ରଶାସନ, ରାଜସ୍ବ, ଗୃହ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଅନୁସୂଚିତ ଜାତି ଓ ଜନଜାତି ଓ ସ୍ବାସ୍ଥ୍ୟ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri