ଆଜି କ୍ୟାବିନେଟ୍‌

ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହି ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ ହେବ। କରୋନାରେ ଆକ୍ରାନ୍ତ ଥିବା ମନ୍ତ୍ରୀ ଭିଡିଓ କନଫରେନ୍ସରେ ସାମିଲ ହେବେ ବୋଲି ଜଣାପଡିଛି। ଜିଲାରେ ଥିବା ମନ୍ତ୍ରୀମାନେ ଏନ୍‌ଆଇସିରୁ ଭିଡିଓ କନଫରେନ୍ସରେ ସାମିଲ ହେବେ। କ୍ୟାବିନେଟ୍‌ରେ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ ବୋଲି ସୂଚନା ମିଳିଛି। ପଞ୍ଚାୟତିରାଜ, ରାଜସ୍ବ, ପୂର୍ତ୍ତ, ସ୍ବାସ୍ଥ୍ୟ ଏବଂ ଆଇନ ବିଭାଗର କେତେଗୁଡିଏ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମୋହର ବାଜିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ...

ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍‌ଚୀ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର...

କେନ୍ଦ୍ରାପଡ଼ା: ଭୋଟରେ ପ୍ରତିଫଳିତ ହେବ ଆଞ୍ଚଳିକ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୩ା୧: ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୦,୫୮୭ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି । ଜିଲାର ବିଭିନ୍ନ ପ୍ରଶାସନିକ କାର୍ଯ୍ୟାଳୟରେ...

ରଘୁନାଥପାଲି ବିଧାନସଭାରେ ବିଜେଡି ଆଗୁଆ

ରାଉରକେଲା,୨୩।୫: ରଘୁନାଥପାଲି ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ତରାଇ ଆଗରେ ଅଛନ୍ତି। କିଶୋର ୧୧୪୬୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜଗବନ୍ଧୁ...

ସିଏଏକୁ ସମର୍ଥନ କରି ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବ ଭାଜପା

ଭୁବନେଶ୍ୱର,୭।୨(ବ୍ୟୁରୋ): ନାଗରିକତ୍ୱ ପ୍ରଦାନ କରିବା ପାଇଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କରାଯାଇଛି। ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ଅଧିକାର କ୍ଷୁଣ୍ଣ ହେବନି ବୋଲି ଓଡ଼ିଶାବାସୀ ବୁଝି...

କଣ୍ଟେନମେଣ୍ଟ ଜୋନ୍‌ରେ ୩ ପଞ୍ଚାୟତର ୯ଗାଁ

ରସୁଲପୁର, ୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାଜ୍ୟରୁ ଆଉ ୧୨୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ସୁସ୍ଥତା ହାର ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨୯ ଜଣ କରୋନା...

Advertisement
Archives

Model This Week