ଟ୍ରେନ୍‌ ଉପରେ ପଡ଼ିଲା କେବୁଲ ତାର: ଅଟକିଲା ପୁରୀ-ଜଳେଶ୍ୱର ମେମୁ ଟ୍ରେନ୍‌

ଭୁବନେଶ୍ୱର,୭ା୧(ବ୍ୟୁରୋ): ପୁରୀ-ଜଳେଶ୍ୱର ମେମୁ ଟ୍ରେନ ଉପରେ ଶନିବାର କେବୁଲ ତାର ପଡ଼ିଯିବାରୁ ଟ୍ରେନ୍‌ଟି ବାପୁଜୀନଗର-କଳ୍ପନା ଫ୍ଲାଇଓଭର ତଳେ ଅଟକି ରହିଛି। ଫଳରେ ବଡ଼ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ ଆଉ ଟ୍ରେନ୍‌। କେବୁଲ ଛିଡ଼ି ଆଖପାଖରେ ନିଆଁ ଲାଗିଥିବା ଯାତ୍ରୀମାନେ କହିଛନ୍ତି। ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ରେଲଓ୍ବେ ବିଭାଗ ପକ୍ଷରୁ ସ୍ଥିତି ସ୍ବାଭାବିକ ହେବା ପାଇଁ ସମସ୍ତ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଇନ୍‌ଚ୍ୟୁତ ହେଲା ମାଲ୍‌ବାହୀ ଟ୍ରେନ, ୨ ଆହତ

ରାଉରକେଲା,୨୨।୧୨: ବିମଳାଗଡ଼ ରେଲୱେ ୟାର୍ଡ ନିକଟରେ ମଙ୍ଗଳବାର ସାରେ ଏକ ଟ୍ରେନ ଦୁର୍ଘଟଣା ଘଟିଛି। ସନ୍ଧ୍ୟା ୭ଟାରେ ଲୁହାପଥର ନେଇ ଏକ ମାଲବାହୀ ଟ୍ରେନ ବରସୁଆଁରୁ...

ଉପକୂଳ ଅଞ୍ଚଳରେ ସୁରକ୍ଷା ଢିଲା : ବିପଦକୁ ଆମନ୍ତ୍ରଣ କରୁଛି ମେରାଇନ୍‌ ପୋଲିସରେ ଅବ୍ୟବସ୍ଥା

ଭୁବନେଶ୍ୱର,୬।୯ : କେନ୍ଦ୍ର ସରକାର ଜମ୍ମୁକାଶ୍ମୀରରୁ ଧାରା ୩୭୦ ଓ ୩୫-ଏ ହଟାଇବା ପରେ ବିଶେଷଭାବେ ପ୍ରତିକ୍ରୀୟାଶୀଳ ହୋଇ ଉଠିଛି ପଡୋଶୀ ରାଷ୍ଟ୍ର ପାକିସ୍ତାନ। ପାକିସ୍ତାନ...

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର, ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତନ୍ତ୍ରୀ...

ବିଜେଡିରେ ଯୋଗ ଦେଲେ ସ୍ବାଧୀନ କର୍ପୋରେଟର

କଟକ ଅଫିସ, ୨୮।୩(ବ୍ୟୁରୋ): କଟକ ମହାନଗର ନିଗମର ସ୍ବାଧୀନ କର୍ପୋରେଟର ସୋମବାର ବିଜେଡିରେ ଯୋଗଦେଇଛନ୍ତି। ସିଏମ୍‌ସି ୩୧ ନମ୍ବର ୱାର୍ଡର ସ୍ବାଧୀନ କର୍ପୋରେଟର ପ୍ରାର୍ଥୀ ପଦ୍ମିନୀ...

ଜେଲ ଗଲେ ପ୍ରେମିକ

ଯାଜପୁର ଅଫିସ୍‌/ରସୁଲପୁର/ଯାଜପୁର ଟାଉନ,୩୦ା୧: ଯାଜପୁର ଜିଲା କୁଆଖିଆ ଥାନା ମୂଳାପାଳ ଛକ ନିକଟରୁ ବୁଧବାର ସକାଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୪ ହଜାର ମୁହାଁହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରବିବାର ରାଜ୍ୟରେ ୩,୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ...

ସଂକ୍ରମିତ ରକ୍ତ ଚିହ୍ନଟରେ ନାଟ୍‌-ପିସିଆର ପଦ୍ଧତି ସଫଳ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ସଂଗୃହୀତ ରକ୍ତକୁ ରୋଗୀଙ୍କୁ ଦେବା ପୂର୍ବରୁ ତାହାକୁ ବିଭିନ୍ନ ପର୍ଯ୍ୟାୟରେ ପରୀକ୍ଷାନିରୀକ୍ଷା କରାଯାଇଥାଏ। ଉକ୍ତ ରକ୍ତ ମ୍ୟାଲେରିଆ, ସିଫିଲିସ୍‌, ଏଚ୍‌ଆଇଭି, ହେପାଟାଇଟିସ୍‌-ବି ଓ ସି...

Advertisement
Archives

Model This Week