ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର ଗଙ୍ଗୁଲୁ ପଡିଆମିର ଝିଅ ବୋଲି ଡିଆଇଜି କୋରାପୁଟ ଏସପି କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ ବହୁ ମାଓବାଦୀ ଘଟଣାରେ ଜଡିତ ରହିଥିବାବେଳେ ତାଙ୍କ ଠାରୁ ବହୁ ଅସ୍ତ୍ରଶସ୍ତ୍ର ପୋଷାକ, ଲ୍ୟାଣ୍ଡମାଇନ ପୁସ୍ତକ ଜବତ ହୋଇଛି। ତାଙ୍କୁ ମାଓବାଦୀଙ୍କ ଆତ୍ମସମର୍ପଣ ପଲିସି ଅନୁଯାୟୀ ମୋଟ ୭ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଡିଆଇଜି ସୂଚନା ଦେଇଛନ୍ତି। କୋରାପୁଟ ଜିଲାକୁ ମାଓ ମୁକ୍ତ ଘୋଷଣା କରିଛନ୍ତି ଡିଆଇଜି କେ ବିଶାଳ ସିଂ।ଏହି ଅବସରରେ ଏସପିଙ୍କ ସହ ବହୁ ପୋଲିସର ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?