ଚାନ୍ଦା ପାଇଁ କାଫେ ଭଙ୍ଗାରୁଜା: ଥାନାରେ ମାମଲା

ଭୁବନେଶ୍ୱର,୧୧ା୯: ଚାନ୍ଦା ଓ ବଟି ପାଇଁ ରାଜଧାନୀରେ ଏକ କାଫେରେ ଅପରାଧୀମାନେ ଆତଙ୍କରାଜ ଘଟାଇଛନ୍ତି। ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଥରଗାଡିଆ ଅଞ୍ଚଳରେ ଥିବା ଏକ କାଫେ ଆଣ୍ଡ୍‌ ରେସ୍ତୋରାରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିବା ସହ ମାଲିକଙ୍କୁ ଆକ୍ରମଣ କରିଛନ୍ତି।

ସ୍ଥାନୀୟ ଅଞ୍ଚଳର କେତେଜଣ ଯୁବକ ଏହି ଘଟଣା ଘଟାଇଛନ୍ତି। ଆକ୍ରମଣରେ କାଫେ ମାଲିକ ଆହତ ହୋଇଛନ୍ତି। ସେ ଚିକିତ୍ସିତ ହେବା ପରେ ଏନେଇ ଇନ୍‌ଫୋସିଟି ଥାନାରେ ଗୁରୁବାର ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ତେବେ କମିଶନରେଟ୍‌ ପୋଲିସ ଚାନ୍ଦା ମଗା ଘଟଣାରେ ଅଧିକ ତତ୍ପରତା ଦେଖାଉଥିବା କହୁଥିବା ବେଳେ ଏଭଳି ଘଟଣା ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri