ରାଜ୍ୟପାଳଙ୍କୁ ସିଏଜି ରିପୋର୍ଟ ପ୍ରଦାନ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ବଜେଟ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକଙ୍କ ୨୦୧୯-୨୦ ସମାପ୍ତ ବର୍ଷ ପାଇଁ ‘ସମ୍ପାଦନ ଏବଂ ଅନୁପାଳନ ରିପୋର୍ଟ-୩’ ଲେଖା ପରୀକ୍ଷା ପ୍ରତିବେଦନ (ସିଏଜି ରିପୋର୍ଟ) ଓଡ଼ିଶାର ପ୍ରଧାନ ମହାଲେଖାକାର ଅନନ୍ତ କିଶୋର ବେହେରା ବୁଧବାର ରାଜଭବନ ଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତି। ରାଜ୍ୟପାଳଙ୍କ ସହ ଆଲୋଚନା ଅବସରରେ ପ୍ରଧାନ ମହଲେଖାକାର ମହଲେଖାକାର କାର୍ଯ୍ୟାଳୟ ପକ୍ଷରୁ ଅଡିଟ ରିପୋର୍ଟ ପ୍ରସ୍ତୁତିରେ ପ୍ରାସଙ୍ଗିକ ଓ ନିର୍ଭର ଯୋଗ୍ୟ ସୂଚନା ସହ ଏକ ସ୍ବଚ୍ଛ ଓ ଗୁଣାତ୍ମକ ରିପୋର୍ଟ ପ୍ରସ୍ତୁତି ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ସୂଚନା ପ୍ରଦାନ କରିଥିଲେ। ରିପୋର୍ଟ ପ୍ରଦାନ ସମୟରେ ଉପ ମହଲେଖାକାର ପ୍ରିନ୍‌ସନ ଭର୍ଗିଜ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri