ଟିକସ ଅର୍ଥ ଅସୁଲ କରିବ କେୟର୍ନ

ମୁମ୍ବାଇ: ଭାରତ ସରକାରଙ୍କଠାରୁ ପାଇବାକୁ ଥିବା ଟିକସ ଫେରସ୍ତ ବାବଦ ଅର୍ଥ ଅସୁଲ କରିବା ଲାଗି ବ୍ରିଟେନର କେୟର୍ନ ଏନର୍ଜି ବର୍ତ୍ତମାନ ଅଗ୍ରସର ହୋଇଛି। ନିଜ ଅର୍ଥ ପାଇବା ଲାଗି ଏହି କମ୍ପାନୀ ବିଦେଶରେ ପ୍ରାୟ ୭୦ ବିଲିୟନ ଡଲାରର ଭାରତୀୟ ସମ୍ପତ୍ତି ଉପରେ ନଜର ରଖିଛି। ଏହି ସବୁ ସମ୍ପତ୍ତିକୁ ଜବତ କରିବା ନେଇ କମ୍ପାନୀ ଯୋଜନା ରଖିଥିବା କୁହାଯାଉଛି। ଭାରତ ସରକାରଙ୍କ ଉପରେ ଏହି କମ୍ପାନୀର ୧.୭୨ ବିଲିୟନ ଡଲାରର ଅର୍ଥ ବକେୟା ରହିଛି। କେୟର୍ନ ଯଦି ଏଭଳି କରିବାକୁ ସକ୍ଷମ ହୁଏ ତେବେ ଭାରତ, ପାକିସ୍ତାନ ଏବଂ ଭେନେଜୁଏଲା ଭଳି ଦେଶ ସମୂହଙ୍କ ଭଳି ସ୍ଥିତି ସାମ୍ନା କରିବ। ପୂର୍ବରୁ ଏହି ଦେଶଗୁଡିକର ଏଭଳି ସ୍ଥିତି ଦେଖିବାକୁ ପଡିଛି। ନିର୍ଦ୍ଧାରିତ ହୋଇଥିବା ସମ୍ପତ୍ତି ମଧ୍ୟରେ ଏୟାର ଇଣ୍ଡିଆ ବିମାନ, ଶିପିଂ କର୍ପୋରେଶନର ଜାହାଜ, ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ସମ୍ପତ୍ତି, ରାଷ୍ଟ୍ରାୟତ୍ତ ତୈଳ ଏବଂ ବାଷ୍ପ କମ୍ପାନୀଗୁଡିକର ଜାହାଜ ସାମିଲ ହୋଇଥିବା ପ୍ରକ୍ରିୟା ସହ ଜଡିତ ୩ ଅଧିକାରୀ କହିଛନ୍ତି। ଅନ୍ତର୍ଜାତୀୟ ମଧ୍ୟସ୍ଥତା ଅଦାଲତଙ୍କ ରାୟକୁ ସମ୍ମାନ ନ ଜଣାଇ ଭାରତ ଯଦି ଧାର୍ଯ୍ୟ ରାଶି କେୟର୍ନକୁ ପ୍ରଦାନ କରେ ତେବେ କମ୍ପାନୀ ପୁଣି ଥରେ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବା ନେଇ ଯୋଜନା ବନାଉଛି। କେୟର୍ନ ଯଦି ଏଭଳି କାର୍ଯ୍ୟାନୁଷ୍ଠାନ ନିଏ ଭାରତ ସରକାର ଏହାକୁ ଚ୍ୟାଲେଞ୍ଜ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri