Posted inଜାତୀୟ

କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ମୁମ୍ବାଇର ମଲାଦ୍‌ଠାରେ ଥିବା ଏକ ବେକରିରେ ଚଢ଼ାଉ ସମୟରେ ଡ୍ରଗ୍ସ୍‌ କାରବାରର ନୂଆ ମାଧ୍ୟମ ସମ୍ପର୍କରେ ଜଣାପଡ଼ିଛି। ସହରରେ ଏଭଳି କେତେ ବେକରି ରହିଛି ସେ ନେଇ ଖୋଳତାଡ଼ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ଏଭଳି ଡ୍ରଗ୍ସ୍‌ କାରବାର ସମ୍ପର୍କରେ ଜଣାପଡ଼ିଛି। ଘଟଣାସ୍ଥଳରୁ ୧୬୦ ଗ୍ରାମ୍‌ ଗଞ୍ଜେଇ ଜବତ ହୋଇଛି। କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି ର଼୍ୟାକେଟ୍‌ର ମାଷ୍ଟର ମାଇଣ୍ଡ୍‌ କିଏ ଏବଂ କେଉଁମାନେ ଗ୍ରାହକ ସେନେଇ ତଦନ୍ତ ଜାରି ରହିଛି। ଏନ୍‌ସିବି ପକ୍ଷରୁ ୨ ଜଣଙ୍କୁ ଗିରଫ କରାଯାଇ ପଚରା ଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲୁଏଚ୍‌ଓର ଚେତାବନୀ: ଆଗକୁ ଆସୁଛି ଆହୁରି ଖରାପ ସମୟ

ନୂଆଦିଲ୍ଲୀ,୬।୭: ଆମେରିକାକୁ ପୁଣିଥରେ ଫେରୁଛି କରୋନା ସଂକ୍ରମଣ। ଅନ୍ୟପଟେ ଭାରତ ଓ ବ୍ରାଜିଲରେ ଦିନକୁ ହଜାର ହଜାର ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ରବିବାର ସାରା ବିଶ୍ୱରେ...

ଉଡୁପିରେ ସ୍କୁଲ, କଲେଜ ପାଖରେ ୧୪୪ ଧାରା

ବାଙ୍ଗାଲୋର ,୧୩।୨: ହିଜାବ-ସାଫ୍ରନକୁ ନେଇ ଚାଲିଥିବା ବିବାଦ ଯୋଗୁ ୪ ଦିନ ବନ୍ଦ ରହିବା ପରେ ସୋମବାରଠାରୁ କର୍ନାଟକରେ ଖୋଲିବାକୁ ଯାଉଛି ହାଇ ସ୍କୁଲ। ଏହାକୁ...

ବିମାନ ବନ୍ଦରରୁ ୨୫୦ କିଲୋଗ୍ରାମ୍‌ କାଲିଫୋର୍ନିୟମ୍‌ ଜବତ, ଦାମ ୪,୨୫୦ କୋଟି…

କୋଲକାତା,୨୬।୮: ପଶ୍ଚିମବଙ୍ଗର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ୨୫୦ କିଲୋଗ୍ରାମ୍‌ ରେଡ଼ିଓ ଆକ୍ଟିଭ୍‌ ଧାତୁ କାଲିଫୋର୍ନିୟମ୍‌ ଜବତ ହୋଇଛି। ସିଆଇଡି ପକ୍ଷରୁ...

କ୍ଷମା ମାଗନ୍ତୁ ନୀତୀଶ

ପାଟନା,୮।୧: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ସୁଶୀଲ କୁମାର ମୋଦି ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜନସଂଖ୍ୟା ନିୟନ୍ତ୍ରଣ...

ସୁସ୍ଥ ହେଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଶୁକ୍ରବାର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କିଛିଦିନ ତଳେ...

ମୋଦି-ମମତାଙ୍କୁ ଚିଠି ଲେଖି ଚର୍ଚ୍ଚାରେ ଏହି ଅଭିନେତା

କୋଲକାତା,୭।୧୦: ଜଣାଶୁଣା ବଙ୍ଗଳା ଅଭିନେତା ପ୍ରସନ୍ନଜିତ୍‌ ଚାଟାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖି ଚର୍ଚ୍ଚାରେ ଅଛନ୍ତି। ସେହି...

ମଦର ଟେରେସାଙ୍କ ଚ୍ୟାରିଟି ବ୍ୟାଙ୍କ ଆକାଉଣ୍ଟ ଅଚଳ କରିଛି କେନ୍ଦ୍ର

କୋଲକାତା, ୨୭।୧୨: ମଦର ଟେରେସାଙ୍କ ଦ୍ୱାରା ପ୍ରତିଷ୍ଠିତ ମିଶନାରିଜ୍‌ ଅଫ୍‌ ଚ୍ୟାରିଟିର ସମସ୍ତ ବ୍ୟାଙ୍କ ଆକାଉଣ୍ଟକୁ କେନ୍ଦ୍ର ସରକାର ଅଚଳ କରିଦେଇଥିବା ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

ବନ୍ଧୁକର ଜବାବ ବନ୍ଧୁକରେ ଦିଆଯିବ: ପାକିସ୍ତାନକୁ ତାମିଲନାଡୁ ରାଜ୍ୟପାଳଙ୍କ ଚେତାବନୀ

କୋଚି,୧ ।୮: କେରଳର କୋଚିରେ ରବିବାର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ଅବସରରେ ତାବିଲନାଡୁ ରାଜ୍ୟପାଳ ଆରଏନ ରବି ପାକିସ୍ତାନ ଦ୍ୱାରା ପ୍ରାୟୋଜିତ ଆତଙ୍କବାଦ ବିରୋଧରେ...

Advertisement
Archives

Model This Week