Posted inଜାତୀୟ

ପଶ୍ଚିମବଙ୍ଗ ସରକାରଙ୍କୁ ଝଟ୍‌କା

କୋଲକାତା,୨ ।୮: କୋଲକାତା ହାଇକୋର୍ଟ ସୋମବାର ପଶ୍ଚିମବଙ୍ଗ ସରକାରଙ୍କୁ ଝଟ୍‌କା ଦେଇଛନ୍ତି । ମିଛ ସରକାରୀ ଚାକିରି ଘୋଟାଲା ମାମଲାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶୁଭେନ୍ଦୁ ଅଧିକାରୀଙ୍କ ସମ୍ପର୍କୀୟ ରାଖଲ ବେରାଙ୍କୁ ତୁରନ୍ତ ମୁକ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ନେଇ ପୋଲିସ ସୂଚନା ଦେଇଛି ଯେ ମଣିକତଲା ପୋଲିସ ଷ୍ଟେଶନରେ ସୁଜିତ ଦେ ନାମକ ବ୍ୟକ୍ତିଙ୍କ ଅଭିଯୋଗ କ୍ରମେ ରାଖଲ ବେରାଙ୍କୁ ତାଙ୍କ ଘର ବାହାରୁ ଗିରଫ କରାଯାଇଥିଲା । ସୁଜିତ ଦେଙ୍କ ଅଭିଯୋଗ ଥିଲା କି ବେରା ଓ ଅନ୍ୟ କେତେ ଜଣ ରାଜ୍ୟର ଜଳସେନ ବିଭାଗରେ ଚାକିରି ଦେବାକୁ କହି ଅନ୍ୟମାନଙ୍କଠାରୁ ମୋଟା ଅଙ୍କ ଠକୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…

ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ…

ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର

ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri