Posted inଜାତୀୟ

ଏନଇଇଟି(ୟୁଜି) ପରୀକ୍ଷା ଅନିୟମିତତା ଅଭିଯୋଗ ଉପରେ ଏନଟିଏର ପ୍ରତିକ୍ରିୟା ଲୋଡିଲେ କଲିକତା ହାଇକୋର୍ଟ

ନୂଆଦିଲ୍ଲୀ,୭।୬: ୨୦୨୪ NEET (UG) ପରୀକ୍ଷା ପରିଚାଳନା କରୁଥିବା ବେଳେ ଅନିୟମିତତା ହୋଇଥିବା ପ୍ରଶ୍ନ ଉପରେ କଲିକତା ହାଇକୋର୍ଟ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ରୁ ଜବାବ ମାଗିଛନ୍ତି।
ଜଷ୍ଟିସ ଅପୂର୍ବ ସିହ୍ନା ରାୟ ଏବଂ କୌସିକ ଚନ୍ଦାଙ୍କ ଏକ ଡିଭିଜନ ବେଞ୍ଚ ଦ୍ୱାରା ଏହି ମାମଲାର ଶୁଣାଣି ହୋଇଥିଲା।
ଆବେଦନକାରୀ ଦର୍ଶାଇଛନ୍ତି ଯେ ପ୍ରଯୁଜ୍ୟ ମାର୍କିଂ / ସ୍କୋର ସିଷ୍ଟମ ଅନୁଯାୟୀ କେତେକ ପ୍ରାର୍ଥୀ ୭୨୦ ର ସର୍ବାଧିକ ସମ୍ଭାବ୍ୟ ମାର୍କ ମଧ୍ୟରୁ ୭୧୮କିମ୍ବା ୭୧୯ ସ୍କୋର କରିପାରିବେ ନାହିଁ।
ଏଥିରେ ଦର୍ଶାଯାଇଛି ଯେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ମାର୍କ ପ୍ରଦାନକୁ ଯଥାର୍ଥତା ଦେବାକୁ ଚେଷ୍ଟା କରିଛି, ଯାହାକି ସୁପ୍ରିମକୋର୍ଟ ଦେଇଥିବା ଏକ ରାୟ ଆଧାରରେ ରାଇଟ ପିଟିସନ (ସିଭିଲ) ନମ୍ବର -୬୦୦, ୨୦୧୮ର (ଅକ୍ଷତ ଅଗ୍ରୱାଲ ଆଣ୍ଡ ଓରସ ଭି. ୟୁନିୟନ ଅଫ ଇଣ୍ଡିଆ ଆଣ୍ଡ ଓର୍ସ. )।
ଏଥିରେ ଦର୍ଶାଯାଇଛି ଯେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସିର ଏକ ଆଫିଡେଭିଟ ବିନା ଏଭଳି ଏକ୍ସରସାଇଜର ଯଥାର୍ଥତା ସ୍ଥିର ହୋଇପାରିବ ନାହିଁ। ତଦନୁସାରେ, ରିଟ ପିଟିସନରେ ଦିଆଯାଇଥିବା ଅଭିଯୋଗର ଜବାବରେ କୋର୍ଟ ଦଶ ଦିନ ମଧ୍ୟରେ ଏକ ଏଫିଡେଭିଟ ଦାଖଲ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri