ଏକଲାପଣକୁ ‘ଜରୁରୀକାଳୀନ ସ୍ବାସ୍ଥ୍ୟ ସମସ୍ୟା’ ଘୋଷଣା କଲା ଏହି ରାଜ୍ୟ

କାଲିଫର୍ନିଆ,୮।୨: ବର୍ତ୍ତମାନ ଏକଲାପଣ ଏକ ପ୍ରକାର ମାନସିକତା ନୁହେଁ ଏକ ବଡ ରୋଗରେ ପରିଣତ ହୋଇଛି। ଯେଉଁଥିରେ ଲୋକେ ଆତ୍ମହତ୍ୟା କରିବାକୁ ମଧ୍ୟ ପଛାନ୍ତି ନାହିଁ। ବର୍ତ୍ତମାନ ଏହାକୁ ଜରୁରୀକାଳୀନ ସ୍ବାସ୍ଥ୍ୟ ସମସ୍ୟା ଘୋଷଣା କରିଛି ଏହି ରାଜ୍ୟ।

ଫକ୍ସ ନ୍ୟୁଜ ଅନୁଯାୟୀ, ସିଲିକନ ଭ୍ୟାଲି କାର୍ଲିଫର୍ନିଆର ଏକ ଅଞ୍ଚଳ ସ୍ୟାନ ମ୍ୟାଟିଓରେ ଏହାକୁ ଲାଗୁ କରାଯିବା ପାଇଁ ପ୍ରସ୍ତାବ ପାରିତ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ) ଦ୍ୱାରା ମାସେ ତଳେ ଏହାକୁ ବୈଶିକ ସ୍ବାସ୍ଥ୍ୟ ସମସ୍ୟା ଭାବେ ଅଭିହିତ କରିବା ପରେ ଏହି ଅଞ୍ଚଳରେ ଏହାକୁ ଜରୁରୀକାଳୀନ ସ୍ବାସ୍ଥ୍ୟ ସମସ୍ୟା ବୋଲି ଘୋଷଣା କରାଯାଇଛି। ହୁ ଏହାକୁ ହୃଦରୋଗ, ଡେମନ୍ସିଆ ଷ୍ଟ୍ରୋକ୍‌, ଡିପ୍ରେସନ, ଆନଜାଇଟି ଠାରୁ ମାରାତ୍ମକ ବୋଲି ଦର୍ଶାଇଛି।

ସ୍ୟାନ ମ୍ୟାଟିଓର ବୋର୍ଡ ଅଫ୍‌ ସୁପରଭାଇଜର ଡ୍ୟାଭିଡ କ୍ୟାନେପା ଏନେଇ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଏକଲାପଣ ଦିନକୁ ଗୋଟିଏ ପ୍ୟାକେଟ ସିଗାରେଟ ପିଇବା ସହ ସମାନ’।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri