ନିର୍ବାଚନୀ ରାଲିରେ ଭାଲୁ ଆଣିଲେ ପ୍ରାର୍ଥୀ

କାଲିଫର୍ନିଆ, ୬ା୫ : ଆମେରିକାର କାଲିଫର୍ନିଆ ଗଭର୍ନର ନିର୍ବାଚନୀ ରାଲିରେ ରିପବ୍ଲିକାନ ପ୍ରାର୍ଥୀ ସାଥିରେ ଆଣିଥିଲେ ଏକ ଭାଲୁ। ଜନ କକ୍ସ ‘ବ୍ୟୁଟି ଆଣ୍ଡ୍‌ ଦି ବିଷ୍ଟ’ ଥିମରେ ପ୍ରଚାର କରିଛନ୍ତି। ବର୍ତ୍ତମାନ ଡେମୋକ୍ରାଟିକ୍‌ ଗଭର୍ନର କାଭିନ ନ୍ୟୁସମଙ୍କ ପାଇଁ ବ୍ୟୁଟି ଶବ୍ଦ ବ୍ୟବହାର କରିଛନ୍ତି ରିପବ୍ଲିକାନ ପ୍ରାର୍ଥୀ। କାଲିଫର୍ନିଆ ଗଭର୍ନର ରାଜ୍ୟରେ ଦେଉଛନ୍ତି ପ୍ରିମିଡ୍‌ ଆପିରାନ୍ସ। ଆଉ ଏଠାରେ ନିଜକୁ ବିଷ୍ଟ ବୋଲି ଅବିହିତ କରିଛନ୍ତି କକ୍ସ।

ସୁନ୍ଦରୀ ରାଜନେତା ଆମେରିକାର ସବୁଠୁ ଲୋକପ୍ରିୟ ସହରରେ ଫେଲ୍‌ ମାରିଛନ୍ତି। ଏହାର ସୁରକ୍ଷା ପାଇଁ ଆମକୁ ଦରକାର ବଡ଼ (ବିଷ୍ଟ) ପରିବର୍ତ୍ତନ। ମୁଁ ଟାକ୍ସ ହ୍ରାସ କରିବି। କାଲିଫର୍ନିଆରେ ରହିବା ଶସ୍ତା କରିବି ବୋଲି ରାଜ୍ୟର ରାଜଧାନୀ ସାକ୍ରାମେଣ୍ଟୋଠାରେ ଆୟୋଜିତ ନିର୍ବାଚନ ରାଲିରେ କହିଛନ୍ତି।

ସେ ପ୍ରଚାର ପାଇଁ ସାଥିରେ ଆଣିଥିଲେ ‘ଟ୍ୟାଗ’ ନାମକ କୋଡିଆକ୍‌ ଭାଲୁ। ଏହାର ଓଜନ ୫୦୦ କେଜି। କାପ୍ଟିଭିଟିରେ ଟ୍ରେନିଂ ନେଇଥିବା ଏହି ଭାଲୁ ବହୁ ଫିଲ୍ମ ଓ ଟେଲିଭିଜନ ସିରିଜ୍‌ରେ ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri