କାଲିଫର୍ନିଆରେ ବର୍ଷାର ତାଣ୍ଡବ: ଗଲାଣି ୧୯ ଜୀବନ, ୨୩୦୦୦ ଘରକୁ ବିଜୁଳି ନାହିଁ

ଓ୍ବାଶିଂଟନ,୧୫ା୧: ବର୍ଷା, ତୁଷାରପାତ ଏବଂ ପ୍ରବଳ ଝଡ଼ତୋଫାନରେ ଆମେରିକାର କାଲିଫର୍ନିଆର ଅବସ୍ଥା ବେହାଲ ହୋଇଛି। ସପ୍ତାହ ଶେଷ ସୁଦ୍ଧା କାଲିଫର୍ନିଆରେ ପୁଣି ପ୍ରବଳ ବର୍ଷା ଏବଂ ତୁଷାରପାତ ହେବାର ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ସପ୍ତାହରେ ରାଜ୍ୟରେ କେବଳ ବର୍ଷା ଯୋଗୁ ଲୋକମାନେ କିଛି ମାତ୍ରାରେ ଆରାମ ପାଇବେ ବୋଲି ପାଣିପାଗ ବିଭାଗ କହିଛି।

ଡିସେମ୍ବର୨୬ରୁ, କାଲିଫର୍ନିଆରେ ଲଗାତର ବର୍ଷା ଯେପରି କାଣ୍ଡ ରଚିଛି ତାହା ଏଭଳି କେବେ ଦେଖିବାକୁ ମିଳି ନ ଥିଲା। ଏହି କାରଣରୁ ଅତି କମ୍‌ରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥି ସହିତ ବନ୍ୟା, ଭୂସ୍ଖଳନ, ବିଦ୍ୟୁତ କାଟ୍‌ ଏବଂ ରାସ୍ତା ବନ୍ଦ ଭଳି ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ଲୋକେ। ଏପରିକି ୨୩୦୦୦ ଘରକୁ ବିଦ୍ୟୁତ ସଂଯୋଗ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri