କାଲିଫର୍ନିଆରେ ଜାତିଗତ ଭେଦଭାବ ଉପରେ ପ୍ରତିବନ୍ଧକ ପାଇଁ ବିଲ ପାରିତ…

ଓ୍ବାଶିଂଟନ,୨୯।୮ : ଆମେରିକାର ଅନ୍ୟତମ ବୃହତ୍ତମ ରାଜ୍ୟ କାଲିଫର୍ନିଆ ଷ୍ଟେଟରେ ଜାତି ଭେଦଭାବକୁ ନିଷିଦ୍ଧ କରୁଥିବା ଏକ ବିଲ ପାରିତ ହୋଇଛି। ଭେଦଭାବ ବିରୋଧୀ ଆଇନରେ ଜାତିକୁ ସଂରକ୍ଷିତ ବର୍ଗ ଭାବରେ ଯୋଡିଥିବା ଏହା ବର୍ତ୍ତମାନ ଆମେରିକାର ପ୍ରଥମ ରାଜ୍ୟ ହୋଇପାରିଛି।

ଏହି ବିଲ କାଲିଫର୍ନିଆ ଷ୍ଟେଟ ଗୃହରେ ପାରିତ ହୋଇଛି। ଏହାକୁ ଆଇନରେ ପରିଣତ କରିବା ପାଇଁ ସ୍ବାକ୍ଷର କରିବାକୁ ରାଜ୍ୟପାଳ ଗାଭିନ ନ୍ୟୁଜମଙ୍କ ନିକଟକୁ ପଠାଯାଇଛି। ଜାତିଭିତ୍ତିକ ଭେଦଭାବକୁ ମୁକାବିଲା କରିବା ଏବଂ ରାଜ୍ୟରେ ବାସ କରୁଥିବା ବର୍ଗର ସମ୍ପ୍ରଦାୟର ସୁରକ୍ଷାକୁ ମଜବୁତ କରିବା ପାଇଁ ଏହି ବିଲ ଲକ୍ଷ୍ୟ ରଖାଯାଇଛି ।

ଏହାକୁ ପ୍ରଥମେ ରାଜ୍ୟ ସିନେଟର ଆୟେଶା ୱାହାବ ଉପସ୍ଥାପନ କରିଥିଲେ। ସିନେଟରେ ବିଲ ଏସବି-୪୦୩ ଅନୁମୋଦନ ହୋଇସାରିଛି। ସେଠାରେ ଅନୁଷ୍ଠିତ ଭୋଟିଂରେ ୩୪ ଜଣ ସପକ୍ଷରେ ଥିବାବେଳେ ବିରୋଧରେ ମାତ୍ର ଗୋଟିଏ ଭୋଟ ପଡ଼ିଥିଲା। ରାଜ୍ୟପାଳଙ୍କ ଦସ୍ତଖତ ପରେ ଏହା ଆଇନରେ ପରିଣତ ହେବ।

ଗୃହରେ ବିଲ ପାସ କରିବା ପରେ ୱାହାବ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri