ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ

ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍‌ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର କଳା କୃଷି ଆଇନ, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଆକାଶଛୁଆଁ ଦରବୃଦ୍ଧି ବିରୋଧରେ ଏହି ଓଡ଼ିଶା ବନ୍ଦର ଡାକରା ଦିଆଯାଇଛି। ଏହାର ପ୍ରଭାବ ବାଲେଶ୍ବର ଜିଲା ବନ୍ଦ କରାଯାଇଛି। ଜିଲାର ରେଳ ଷ୍ଟେଶନଠାରୁ ଆରମ୍ଭ କରି ବସ୍‌ଷ୍ଟାଣ୍ଡ, ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଅଟକିବା ସହ ପିକେଟିଂ କରାଯାଉଛି। କଂଗ୍ରେସ କର୍ମୀମାନେ ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି। ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ୬୦ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲଗେଟ୍‌ ବନ୍ଦ କରାଯାଇଛି। ଯାହା ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ଗାଡ଼ି ଛିଡା ହୋଇରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ପରେ ମା’ କରୋନା ଆକ୍ରାନ୍ତ

ବରଗଡ଼ ଅଫିସ୍‌,୮।୭- ବରଗଡ଼ ଜିଲାରେ ବୁଧବାର ପୁଣି ଜଣେ କରୋନା(କୋଭିଡ୍‌-୧୯) ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ଅତାବିରା ବ୍ଲକ୍‌ ଅଧୀନ କୁଲୁଣ୍ଡା ଗ୍ରାମର...

୩୧ରୁ ଜୟପୁରରୁ ନିୟମିତ ଉଡ଼ିବ ବିମାନ

ଜୟପୁର,୩୦।୧୦ (ନି.ପ୍ର.):  କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ଆସନ୍ତା ୩୧ ତାରିଖଠାରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ...

ଅମ୍ଫନ ପ୍ରକଳ୍ପ ଚୟନ ତାଲିକାରେ ଚଞ୍ଚକତା: ବିପର୍ଯ୍ୟସ୍ତ ହୋଇଥିବା ରାସ୍ତା ବାଦ୍‌

ନାଉଗାଁ,୨୫।୧(ସ୍ବ.ପ୍ର.): ଅମ୍ଫନ ବାତ୍ୟାରେ କ୍ଷତିଗ୍ରସ୍ତ ରାସ୍ତାଗୁଡ଼ିକୁ ମରାମତି ପାଇଁ ନିର୍ଦ୍ଦେଶ ଆସିଥିଲା। ସେହି ଅନୁସାରେ ନାଉଗାଁ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଅମ୍ଫନରେ ବିପର୍ଯ୍ୟସ୍ତ ହୋଇଥିବା ରାସ୍ତା...

କଟକରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୦।୮-ସୋମବାର କଟକରୁ ପୁଣି ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଆକ୍ରାନ୍ତଙ୍କ ମଧ୍ୟରୁ କଣ୍ଟେନମେଣ୍ଟ ଜୋନରୁ ୧୯ ଜଣ ଚିହ୍ନଟ...

ତହସିଲଦାରଙ୍କ ଅସଦ୍‌ ବ୍ୟବହାର ନେଇ ବଢ଼ୁଛି ଅସନ୍ତୋଷ

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଥିବା ଗ୍ରାସୀମ କମ୍ପାନୀର ସହ ପରିଚାଳକ (ଉତ୍ପାଦକ ) ଆଲୋକ ଦୋରାଙ୍କୁ ଉକ୍ତ କମ୍ପାନୀ କର୍ତ୍ତୃପକ୍ଷ ଜୋର ଜବରଦସ୍ତ ଇସ୍ତଫା ଲେଖେଇ...

ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ସୁଦ୍ଧା ହେଉନି ବିଲ୍‌: କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପାତ୍ର

ଗଞ୍ଜାମ,୪।୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଧୀନ ବିଭିନ୍ନ ଓ୍ବାର୍ଡରେ ପ୍ରକଳ୍ପ ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ବିଲ୍‌ ପ୍ରଦାନ କରାଯାଇନାହିଁ। ଏ ନେଇ ଠିକାଦାରଙ୍କ...

୧୮୧୭ ପାଇକ ବିଦ୍ରୋହ ଗବେଷଣା ଜରୁରୀ

ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା କଳିଙ୍ଗ ପାଇକ ସଙ୍ଗଠନ ଆନୁକୂଲ୍ୟରେ ଭାରତ ସ୍ବାଧୀନତା ସଂଗ୍ରାମରେ ନବ ଉନ୍ମେଷ-ପାଇକ ବିଦ୍ରୋହ ଶୀର୍ଷକ ଆଲୋଚନାଚକ୍ର ସ୍ଥାନୀୟ ସଂସ୍କୃତି ଭବନ ପରିସରରେ...

ଗୋଖାପଡ଼ାର ଶିଶୁବଳି ମାମଲା: ତାନ୍ତ୍ରିକ, ସହଯୋଗୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦ୍ରାପଡା ଅଫିସ,୧୩।୧୧: ୨୦୧୫ରେ ବହୁଚର୍ଚ୍ଚିତ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଗୋଖାପଡା ଶିଶୁବଳି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ମାମଲାରେ ତାନ୍ତ୍ରିକ ଚୌଧୁରୀ ଅବିନାଶ...

Advertisement
Archives

Model This Week