ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଓଡ଼ିଶା ଭାଜପା ନେତାଙ୍କୁ ଡାକରା: ରାଜ୍ୟରୁ ଯିବେ କର୍ମକର୍ତ୍ତା

ରାଞ୍ଚି,୨୯।୧୦: ଆଉ ମାତ୍ର କିଛି ଦିନ ପରେ ଝାଡ଼ଖଣ୍ଡ ନିର୍ବାଚନ। ଏଥିପାଇଁ ସବୁ ଦଳ ପକ୍ଷରୁ ପ୍ରଚାର ଜୋରଦାର କରାଯାଉଛି। ଝାଡ଼ଖଣ୍ଡରେ ଜେଏମଏମ ନେତୃତ୍ୱାଧୀନ ଶାସକ ଭାରତୀୟ ଜନତା ପାର୍ଟି ଏବଂ ଭାଜପା ନେତୃତ୍ୱାଧୀନ ବିରୋଧୀ ଏନଡିଏ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେବାର ସମ୍ଭାବନା ରହିଛି। ଅନେକ ଆସନରେ ଦମ୍‌ଦାର ଲଢେଇ ହେବାର ଆଶଙ୍କା ରହିଛି। ନଭେମ୍ବର ୧୩ ଏବଂ ୨୦ରେ ରାଜ୍ୟରେ ୮୧ଟି ବିଧାନସଭା ଆସନ ପାଇଁ ମତଦାନ ହେବ।

ତେବେ ଝାଡଖଣ୍ଡ ନିର୍ବାଚନ ପାଇଁ ଭାଜପା ଓଡ଼ିଶା ନେତାଙ୍କୁ ଗୁରୁଦାୟିତ୍ୱ ଦେଇଛି। ନିର୍ବାଚନ ପରିଚାଳନା ପାଇଁ ଭାଜପା କର୍ମକର୍ତ୍ତାମାନେ ଓଡ଼ିଶାରୁ ଯିବେ। ନିର୍ବାଚନରେ ପ୍ରଚାର କରିବା ସହ ନିର୍ବାଚନରେ ଝାଡଖଣ୍ଡ ଭାଜପାକୁ ସହଯୋଗ କରିବେ। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

ପଶ୍ଚିମବଙ୍ଗ ମାଟିରେ ଥାଇ ଏମିତି କଥା କହିଦେଲେ ମୋହନ ମାଝୀ: ଚାରିଆଡ଼େ ଚର୍ଚ୍ଚା

ଭୁବନେଶ୍ୱର,୯ା୫(ସୁନିତ୍‌ ମିଶ୍ର):କୋଲକାତାଠାରେ ଶୁକ୍ରବାର ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବୈଠକରେ ଯୋଗଦେଇଥିଲେ। ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଭାଜପା…

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ…

୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ…

ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ

ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍‌ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ…

୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ

ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ…

ବାଲିଅନ୍ତା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ଆଉ ଏକ ହତ୍ୟା: ସାଙ୍ଗଙ୍କୁ ଲୁହା ରଡ୍‌ରେ ପିଟି ମାରିଦେଲେ…

ଭୁବନେଶ୍ୱର/ ବାଲିପାଟଣା, ୯।୫(ତ୍ରିନାଥ ମହାନ୍ତି/ ଅଭିମନ୍ୟୁ ନାୟକ): ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ବାଲିପାଟଣା ଥାନା ବେଙ୍ଗବତୀ…

ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri