Posted inଜାତୀୟ

ହେଲ୍ପ ଲାଇନକୁ ଫୋନ୍ କରି ମୋଦିଙ୍କ ନମ୍ବର ମାଗୁଛନ୍ତି ଲୋକେ

ନୂଆଦିଲ୍ଲୀ,୧ ।୨: ନିକଟରେ ଲୋକ ସଭା ଚାଲିଥିବା ବେଳେ ଏମ୍‌ପିମାନଙ୍କ ସୁବିଧା ପାଇଁ ୨୪/୭ ହେଲ୍ପ ଲାଇନ ଆରମ୍ଭ କରାଯାଇଥିଲା । ହେଲେ ଏହି ନମ୍ବରକୁ ଏମ୍‌ପିଙ୍କ ଅପେକ୍ଷା ସାଧାରଣ ଲୋକଙ୍କ କଲ୍ ଏବେ ଅଧିକ ପରିମାଣରେ ଆସୁଛି ବୋଲି ଜଣାପଡିଛି । ଏମାନଙ୍କ ମଧ୍ୟରୁ ଅଧିକାଂଶ ମୋଦିଙ୍କ ପର୍ସନାଲ ଫୋନ୍ ନମ୍ବର ମାଗୁଛନ୍ତି । କେହି କହୁଛି ତାଙ୍କୁ ଭେଟିବା ପାଇଁ ନମ୍ବର ଆବଶ୍ୟକ ରହିଛି ତ ଆଉ କିଏ କହୁଛି ମୋଦିଙ୍କୁ କିଛି ପରାମର୍ଶ ଦେବାର ଅଛି । ହେଲ୍ପ ଲାଇନରେ କାମ କରୁଥିବା ଲୋକେ କୁହନ୍ତି ଲୋକ ସଭା ସମ୍ପର୍କରେ କେହି ତାଙ୍କୁ କିଛି ପଚାରୁ ନାହାଁନ୍ତି । କେବଳ ପ୍ରଧାନମନ୍ତ୍ରୀଙ୍କ ଫୋନ୍ ନମ୍ବର ମାଗୁଛନ୍ତି । ହେଲ୍ପ ଲାଇନ ପ୍ରୋଜେକ୍ଟରେ ସାମିଲ ଅଧିକାରୀ ନିଜ ନାଁ ପ୍ରକାଶ ନ କରି କହିଛନ୍ତି ଲୋକ ସଭା ଟେଲିଭିଜନ ଚ୍ୟାନେଲରେ କିଛିଥର ହେଲ୍ପ ଲାଇନ ନମ୍ବର ଦିଆଯିବା ପରେ ଏବେ ହେଲ୍ପ ଲାଇନ ନମ୍ବରକୁ ଲାଗାତାର କଲ୍ ଆସୁଛି । ଅଧିକାଂଶ କଲ୍ ଗ୍ରାମୀଣ ଅଞ୍ଚଳରୁ ଆସୁଛି । କେବେ କେବେ କେହି କହୁଛନ୍ତି ମୋତେ ପ୍ରଧାନମନ୍ତ୍ରୀଙ୍କ ଆପୋଏଣ୍ଟମେଣ୍ଟ ନେବାର ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri