କଲଭର୍ଟ ଭୁଶୁଡ଼ି ୫ ମୃତ୍ୟୁ ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ

ରାୟଗଡ଼ା,୧।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ଉପରସାଜା ଗ୍ରାମରେ ସୋମବାର କଲଭର୍ଟ ଭୁଶୁଡି ୫ ଜଣଙ୍କ ମୃତ୍ୟୁ ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାରେ ସମ୍ପୃକ୍ତ ଅଧିକାରୀ ଓ ଠିକାଦାରଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ସରକାର ୩ଜଣ ଯନ୍ତ୍ରୀଙ୍କୁ ନିଲମ୍ବନ କରିଛନ୍ତି। ସେମାନେ ହେଲେ ଗ୍ରାମ୍ୟ ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତି, ସହକାରୀ ନିର୍ବାହୀ ଯନ୍ତ୍ରୀ ଭେଙ୍କଟ ରମଣ ମୁଦୁଲି ଏବଂ କନିଷ୍ଠ ଯନ୍ତ୍ରୀ ରାଜେଶ ମଣ୍ଡଳଙ୍କୁ ନିଲମ୍ବିତ କରିଛନ୍ତି।

ଅନ୍ୟପକ୍ଷରେ କଲ୍ୟାଣସିଂହପୁର ଥାନାରେ ଠିକାଦାର ବୁଗଡା ଜ୍ୟୋତିଙ୍କ ନାମରେ ଏକ ମାମଲା ରୁଜୁ ହୋଇଥିବା ଜିଲାପାଳ ନେଇ ସୂଚନା ଦେଇଛନ୍ତି। ସ୍ଥାନୀୟ ସରପଞ୍ଚଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରିଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri