ଆସିଲା ଓମିକ୍ରନ ଟେଷ୍ଟ କିଟ୍‌

ଭୁବନେଶ୍ୱର,୫।୧(ବ୍ୟୁରୋ): ଓମିକ୍ରନ ଭାରିଆଣ୍ଟକୁ ନେଇ ରାଜ୍ୟରେ ଚିନ୍ତା ବଢ଼ୁଥିବା ବେଳେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ତେବେ ଏହା ଭିତରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ପାଇଁ ଆଉ ଜିନମ୍‌ ସିକ୍ୟୁଏନ୍‌ସିଂର ଆବଶ୍ୟକ ନାହିଁ। ଏ ନେଇ ଆରଟିପିସିଆର ଟେଷ୍ଟ କିଟ୍‌ ବିକଶିତ ହୋଇଛି। ଯାହା କେବଳ ୪ ଘଣ୍ଟା ମଧ୍ୟରେ ପଜିଟିଭ୍‌ କି ନେଗେଟିଭ୍‌ ଜଣାଇଦେବ। ଉଦ୍‌ଭାବିତ ଆର୍‌ଟିପିସିଆର ଟେଷ୍ଟ କିଟକୁ ଡିସିଜିଆଇ ମଞ୍ଜୁରୀ ଦେଇଛି। ଏ ନେଇ ଖବରଦାତା ସମ୍ମିଳନୀରେ ଆଇସିଏମ୍‌ଆର ଡିଜି ଡାକ୍ତର ବଳରାମ ଭାର୍ଗବଙ୍କ ସୂଚନା ଦେଇଛନ୍ତି । ଆଜି ରାଜ୍ୟରେ ୨୪ ଓମିକ୍ରନ ପଜିଟଭ୍‌ ଚିହ୍ନଟ ହୋଇଛନ୍ତି ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri