ବାଇକ୍‌ରେ ଆସି ଝାମ୍ପିନେଲେ ସୁନା ଭର୍ତ୍ତି ବ୍ୟାଗ

ପଦ୍ମପୁର,୧୪।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବେତଡାବଜାରରେ ଥିବା ଏକ ଗହଣା ଦୋକାନରୁ ବୁଧବାର ବଡ଼ଧରଣର ଲୁଟ୍‌ ହୋଇଛି। ସକାଳେ କାଶିଶ୍ୱର୍‌ ଜୁଏଲାରୀ ମାଲିକ ଦୋକାନ ଖୋଲି ବ୍ୟାଗରୁ ଗହଣା କାଢି ଶୋକେସ୍‌ରେ ରଖୁଥିଲେ । ସେହି ସମୟରେ ଏକ ବାଇକରେ ଦୁଇ ଯୁବକ ଆସି ବ୍ୟାଗ ଝାମ୍ପି ନେଇ ପଳାଇଥିଲେ । ଖବର ପାଇ ବାସୁଦେବପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ତେବେ ବ୍ୟାଗ୍‌ରେ କେତେ ଟଙ୍କାର ଗହଣାଥିଲା ତାହାର ସଠିକ୍‌ ତଥ୍ୟ ମିଳି ପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭିମାନ ଅଞ୍ଚଳରେ ମୃତ ବ୍ୟକ୍ତିଙ୍କ ନାମରେ ଉଠୁଛି ଭତ୍ତା ଟଙ୍କା

ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି।...

୨୫ ସୁଧା ନାମ ପଞ୍ଜୀକରଣ ନ କଲେ ପିଏମ୍‌ କିଷାନ ଯୋଜନାରୁ ବଞ୍ଚତ୍ତ ହେବେ ଚାଷୀ

ରସୁଲପୁର,୨୦ା୯(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ୨୮ପଞ୍ଚାୟତରେ ପ୍ରାୟ ୩୦ହଜାରରୁ ଊର୍ଦ୍ଧ୍ୱ ଚାଷୀ ପରିବାର ରାଜ୍ୟ ସରକାରଙ୍କ କାଳିଆ ଓ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କିଷାନ...

ଶ୍ରୀମନ୍ଦିରରେ ଲୋକନାଥଙ୍କ ଅଶୋକାଷ୍ଟମୀ ନୀତି

ପୁରୀ ଅଫିସ,୨।୪: ପବିତ୍ର ଚୈତ୍ର ଶୁକ୍ଳପକ୍ଷ ଅଷ୍ଟମୀକୁ ଅଶୋକାଷ୍ଟମୀ କୁହାଯାଏ। ବୁଧବାର ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଯାଇଛି। ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ...

ବୃନ୍ଦାବନ ପ୍ୟାଲେସ୍‌ ରାସ୍ତା ଅବସ୍ଥା ସୁଧୁରୁନି

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଐତିହାସିକ ପର୍ଯ୍ୟଟନସ୍ଥଳୀ ବୃନ୍ଦାବନ ପ୍ୟାଲେସ୍‌କୁ ଯିବା ପାଇଁ ମହେନ୍ଦ୍ରତନୟା ନଦୀ ବ୍ରିଜ୍‌ ପଟେ ଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି।...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମହିଳା ରହିବାକୁ ବିରୋଧ

ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪...

ରାମାନୁଜାଚାର୍ଯ୍ୟଙ୍କ ଚୋରି ତୋରଣ ପିତ୍ତଳ ନା ସୁନା

ପୁରୀ ଅଫିସ,୭।୫: ଏମାରମଠସ୍ଥିତ ରାମାନୁଜାଚାର୍ଯ୍ୟଙ୍କ ମଙ୍ଗଳଗିରି ତୋରଣ ଚୋରି ହୋଇଯାଇଛି। ତୋରଣର ଉଚ୍ଚତା ସାଢେ ୩ଫୁଟ ଓ ଓଜନ ୩ କିଲୋଗ୍ରାମ ଥିବା କୁହାଯାଉଛି। କବାଟ...

କୋରାପୁଟର ୪ସ୍ଥାନରେ ଆନ୍ତଃରାଜ୍ୟ ସୀମା ସିଲ

ଜୟପୁର,୨୫।୩ (ନି.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲାକୁ ସଂଯୋଗ କରୁଥିବା ପୋଡଶୀ ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶର ସମସ୍ତ ରାସ୍ତାକୁ ପୋଲିସ ସିଲ କରଛି। ମଙ୍ଗଳବାର ମଧ୍ୟରାତ୍ରି ୧୨ଟାରୁ ସରକାର...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି...

Advertisement
Archives

Model This Week