କ୍ୟାମେରାମ୍ୟାନ ମାନସ ହତ୍ୟାମାମଲା: ପୂର୍ବତନ ପ୍ରଶାସନିକ ଅଧିକାରୀ ଗିରଫ

ଚାନ୍ଦବାଲି,୨୧।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ସୋମବାର ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ ଜଣକ ହେଲେ ନିରଞ୍ଜନ ସେଠୀ । ନିରଞ୍ଜନ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଥିଲେ। ନିରଞ୍ଜନଙ୍କ ସହ ରଞ୍ଜନ ନାୟକ ନାମକ ଅନ୍ୟଜଣେ ଅଭିଯୁକ୍ତ ମଧ୍ୟ ଗିରଫ ହୋଇଛନ୍ତି। ଗିରଫ ନେଇ ଚାନ୍ଦବାଲି ଏସ୍‌ଡିପିଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ନିରଞ୍ଜନ ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ। ମାନସଙ୍କୁ ଅପହରଣ ପରେ ହତ୍ୟାକରି ମୃତଦେହ ପୋତିବା ପର୍ଯ୍ୟନ୍ତ ନିରଞ୍ଜନଙ୍କ ହାତ ରହିଛି ବୋଲି ଏସ୍‌ହିପିଓ କହିଛନ୍ତି। ଅନ୍ୟପକ୍ଷେ ପୋଲିସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କୁ ଗିରଫ କରିବାକୁ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅପରିଷ୍କାର କଲେ ଜରିମାନା ଗଣିବେ ପର୍ଯ୍ୟଟକ

ପୁରୀ ଅଫିସ, ୨୩ା୮:ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏଠାରେ ରହିଛି ମନୋରମ ବେଳାଭୂମି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସଂଖ୍ୟାଧିକ ପର୍ଯ୍ୟଟକଙ୍କ ଖାସ୍‌...

ପୋଲିସ-ପ୍ରଶାସନ ଯାଞ୍ଚ ଢିଲା: ୪ ଦିନିଆ ସଟ୍‌ଡାଉନ୍‌ ପରେ ବ୍ରହ୍ମପୁରରେ ଅସମ୍ଭାଳ ଭିଡ

ବ୍ରହ୍ମପୁର ଅଫିସ , ୧।୭ – ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ସେହିପରି...

ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍‌ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି,...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

କାର୍ତ୍ତିକ ମାସରେ ସ୍କୁଲରେ ଅଣ୍ଡା ମନା, ଛାତ୍ରୀଛାତ୍ର ଆଣିଲେ ଅଭିଯୋଗ

ଜଗନ୍ନାଥପ୍ରସାଦ,୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ପଞ୍ଚୁଭୂତି ଗ୍ରାମର ଉପ୍ରା ବିଦ୍ୟାଳୟରେ ଗତ କିଛିଦିନ ଧରି ଅନିୟମିତତା ନେଇ ଅଭିଯୋଗ ହୋଇଆସୁଥିଲା। ଏହାର ଏକ ଭିଡିଓ...

ରଙ୍ଗ୍‌ ନମ୍ବରରୁ ପ୍ରେମ, ବ୍ଲାକମେଲିଂ

ପଦ୍ମପୁର, ୪।୪: ଯୁବତୀଙ୍କୁ ବ୍ଲାକମେଲିଂ କରୁଥିବା ଅଭିଯୋଗରେ ଭଦ୍ରକ ବ୍ଲକ ସାବରଙ୍ଗ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବନ୍ତ ଥାନା ଅଧୀନ...

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧୫।୨: ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

ପୁଓର ଚିକିଛା ଲାଗି ରାଏଜ୍‌ ବାହାରେ ମା’ବାପ୍‌

କଣ୍ଟାମାଳ, ୧୬।୧୦ (ଡି.ଏନ୍‌.ଏ.)- ଟଁକା ପଏସା ଅଭାବୁ ଅନେକ ଲୋକ୍‌ ଜୀବନର ସବୁ ଆଶ୍‌କେ ହରେଇ ଦେସନ୍‌। ଅସମିଆରେ ବୁଧିବାଟ୍‌ ବନା ହେଇଯାଏସି। ହେଲେ କାହାକେ...

Advertisement
Archives

Model This Week