ମରିୟମଙ୍କ ସଙ୍ଗିନ ଅଭିଯୋଗ

ଇସ୍‌ଲାମାବାଦ,୧୩ ।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଝିଅ ମରିୟମ ନୱାଜ ଇମ୍ରାନ ଖାଁ ସରକାରଙ୍କ ଉପରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ଯେତେବେଳେ ସେ ଜେଲ୍‌ରେ ବନ୍ଦି ଥିଲେ ସେତେବେଳେ ତାଙ୍କ ବାରାକର ବାଥରୁମରେ କ୍ୟାମେରା ଲଗାଯାଇଥିଲା । ପ୍ରଶାସନ ପକ୍ଷରୁ ଉକ୍ତ କ୍ୟାମେରା ଲଗାଯାଇଥିବା ସେ ଅଭିଯୋଗ କରିଛନ୍ତି । ତେଣୁ ଏହା ଜଣେ ମହିଳାଙ୍କ ପ୍ରତି ଅପମାନ ବୋଲି ମରିୟମ କହିଛନ୍ତି । ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ପାକିସ୍ତାନର କେତେଜଣ ଆଇଏସ୍‌ଆଇ ଅଧିକାରୀ ଓ ସେନା ମିଶି ସେ ରହୁଥିବା କରାଚି ସ୍ଥିତ ହୋଟେଲରେ ପଶି ତାଙ୍କ ସ୍ୱାମୀଙ୍କୁ ଗିରଫ କରିଥିଲେ । ଇମ୍ରାନ ଖାଁ ସରକାର ତାଙ୍କୁ ଦୁଇଥର ଜେଲ୍ ପଠାଇଥିବା କଥା ମଧ୍ୟ ସେ କହିଛନ୍ତି । ତେବେ ଜେଲ୍‌ର ବାତାବରଣକୁ ନେଇ ମରିୟମ କହିଛନ୍ତି ଯଦି ଏହାର ସତ୍ୟତା ସେ କହିବେ ତେବେ ପ୍ରଶାସନ ଓ ସରକାର କାହାକୁ ମୁହଁ ଦେଖାଇ ପାରିବେ ନାହିଁ । ଏମିତି ଭାବେ ମରିୟମ ଇମ୍ରାନ ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ଏମିତିକି ଇମ୍ରାନ ସରକାରଙ୍କର ଇସ୍ତଫା ଦାବି କରିଛନ୍ତି ମରିୟମ । ସୂଚନାଯୋଗ୍ୟ, ଏବେ ମରିୟମଙ୍କ ପିତା ନୱାଜ ଶରିଫ ଲଣ୍ଡନରେ ଚିକିତ୍ସିତ ହେଉଥିବା ବେଳେ ଭିଡିଓ କନଫରେସିଂ ଜରିଆରେ ସେନାର ନାମ ନେଇ ସଙ୍ଗିନ ଅଭିଯୋଗ ଆଣୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ବେଜିଂ,୧୮।୪: ଚାଇନାର ଜିଚ୍ନାଙ୍ଗ୍‌ ସହରଠାରୁ ୪୦ କିଲୋମିଟର ଦୂରରେ ଥିବା ଗୋବି ମରୁଭୂମିରେ ମଙ୍ଗଳ ଗ୍ରହର ଏକ ମଡେଲ ନିର୍ମାଣ କରାଯାଇଛି। ଏହାର ନାମକରଣ ମାର୍ସ...

ବାଟ ଭୁଲିଗଲେ ହାତୀ

ବେଜିଂ,୧୦।୮: ଶେଷରେ ୧୭ମାସ ପରେ ଘରମୁହାଁ ହେଲେ ଏକ ହାତୀପଲ। ଏହି ହାତୀମାନେ ଚାଇନାରେ ପ୍ରାୟ ୩୦୦ମାଇଲ ଯାତ୍ରା କରିଥିବା ଜଣାପଡ଼ିଛି। ଯାହା ସମଗ୍ର ବିଶ୍ୱରେ...

ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କରିବ ଦକ୍ଷିଣ-ପୂର୍ବ ଏସିଆ…

ଓ୍ବାଶିଂଟନ,୨୪।୮: ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କ୍ଷେତ୍ରରେ ଦକ୍ଷିଣ-ପୂର୍ବ ଏସିଆ ଏବଂ ଭାରତ ମହାସାଗର-ପ୍ରଶାନ୍ତ ମହାସାଗର ଅଞ୍ଚଳ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆମେରିକା ଉପରାଷ୍ଟ୍ରପତି କମଲା...

ପାକିସ୍ତାନରେ ବଡ଼ ବିସ୍ଫୋରଣ

ଇସଲାମାବାଦ୍‌,୧୩।୫: ପାକିସ୍ତାନର କରାଚିରେ ଗୁରୁବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବୋମା ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆହତଙ୍କ ସଂଖ୍ୟା ୧୩ରୁ...

ଭାରତର ଉଦ୍ୟମକୁ ଗ୍ରହଣ କରିଛି ୟୁଏନ୍‌ଏସ୍‌ସି

ଜାତିସଂଘ,୧୭ା୮(ପି.ଟି.): କଶ୍ମୀରରେ ସ୍ବାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ନୂଆଦିଲ୍ଲୀ ପକ୍ଷରୁ ଚାଲିଥିବା ଉଦ୍ୟମକୁ ୟୁଏନ୍‌ଏସ୍‌ସି ଗ୍ରହଣ କରିଛି ବୋଲି ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟ...

ଖାର୍କିଭରେ ଆପାର୍ଟମେଣ୍ଟକୁ ଟାର୍ଗେଟ କଲା ରୁଷିଆ ମିଶାଇଲ: ୫ ମୃତ ୧୩ ଆହତ

ଖାର୍କିଭ,୧୮ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ମାସେରୁ ଊର୍ଦ୍ଧ୍ୱ ସମୟ ହୋଇଗଲାଣି । ହେଲେ ଏହା ଥମିବାର କୌଣସି ଅଭାସ ମିଳୁନାହିଁ । ରୁଷିଆ ସେନା ଲଗାତାର...

କ୍ୱିଭ ମୁହାଁ ରୁଷିଆ ସେନା, ୬୪ କିଲୋମିଟର ପର୍ଯ୍ୟନ୍ତ ଲମ୍ବା ଲାଇନ

କ୍ୱିଭ,୧ ।୩: ୟୁକ୍ରେନ୍ ଉପରେ ଲଗାତାର ଆକ୍ରମଣ ଜାରି ରଖିଛି ୟୁକ୍ରେନ୍ । ଖୁବଶୀଘ୍ର ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ ଦଖଲକୁ ଆଣିବାକୁ ଚେଷ୍ଟା...

କାଲାପାନି ଅଞ୍ଚଳ ନେଇ ନେପାଳ ପ୍ରଧାନମନ୍ତ୍ରୀଙ୍କ ଚେତାବନୀ: ଦିଆ ଯିବନି ଗୋଟେ ଇଞ୍ଚ ଜମି

କାଠମାଣ୍ଡୁ,୧୮।୧୧: ଭାରତ-ନେପାଳ-ତିବ୍ବତ ମଧ୍ୟରେ ଥିବା କାଲାପାନି ଟ୍ରାଇ ଜଙ୍କଶନ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଚେତାବନୀ...

Advertisement
Archives

Model This Week