କ୍ୟାମେରାଯୁକ୍ତ ସିରିଞ୍ଜ

ସାଧାରଣତଃ ରକ୍ତ ପରୀକ୍ଷା, କେତେକ ଆନୁଷଙ୍ଗିକ ପରୀକ୍ଷା କରିବା ଲାଗି ଏବଂ ଇଞ୍ଜେକସନ ନେବା ପାଇଁ ସିରିଞ୍ଜର ବ୍ୟବହାର କରାଯାଇଥାଏ। ନିକଟରେ ଏପରି ଏକ ସିରିଞ୍ଜ ପ୍ରସ୍ତୁତ କରାଯାଇଛି ଯେଉଁଥିରେ ଏକ ସୂକ୍ଷ୍ମ କ୍ୟାମେରା ସଂଯୋଗ କରାଯାଇଛି। ବିଶେଷଭାବରେ ଏଣ୍ଡୋସ୍କୋପି କରିବା ପାଇଁ ଏହି ସିରିଞ୍ଜ ଅନେକାଂଶରେ ସହାୟକ ହୋଇପାରିବ ବୋଲି ପ୍ରସ୍ତୁତକାରୀ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏପରି ସିରିଞ୍ଜ ପାଇଁ ଜର୍ମାନୀର ବିଶେଷଜ୍ଞମାନେ ଦୀର୍ଘ ଦିନ ଧରି ଗବେଷଣା କରିବା ପରେ ଏଥିରେ ସଫଳ ହୋଇଛନ୍ତି। ଅତ୍ୟାଧୁନିକ ଜ୍ଞାନକୌଶଳ ବିଶିଷ୍ଟ ଏହି କ୍ୟାମେରାଯୁକ୍ତ ସିରିଞ୍ଜରେ ତିନୋଟି ଲେନ୍ସ ରହିଛି। ଏହି କ୍ୟାମେରା ଦେଖିବାକୁ ଛୋଟ ଲୁଣ ଦାନା ପରି। ଏଥିରେ ମଧ୍ୟ ଥ୍ରୀ-ଡି ପ୍ରିଣ୍ଟିଙ୍ଗ ସିଷ୍ଟମ ଉପଲବ୍ଧ। ଏପରି ସିରିଞ୍ଜର ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳିଛି ବୋଲି ଜର୍ମାନୀସ୍ଥିତ ଷ୍ଟୁଟଗାର୍ଡ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri