କ୍ୟାମେରାଯୁକ୍ତ ସିରିଞ୍ଜ

ସାଧାରଣତଃ ରକ୍ତ ପରୀକ୍ଷା, କେତେକ ଆନୁଷଙ୍ଗିକ ପରୀକ୍ଷା କରିବା ଲାଗି ଏବଂ ଇଞ୍ଜେକସନ ନେବା ପାଇଁ ସିରିଞ୍ଜର ବ୍ୟବହାର କରାଯାଇଥାଏ। ନିକଟରେ ଏପରି ଏକ ସିରିଞ୍ଜ ପ୍ରସ୍ତୁତ କରାଯାଇଛି ଯେଉଁଥିରେ ଏକ ସୂକ୍ଷ୍ମ କ୍ୟାମେରା ସଂଯୋଗ କରାଯାଇଛି। ବିଶେଷଭାବରେ ଏଣ୍ଡୋସ୍କୋପି କରିବା ପାଇଁ ଏହି ସିରିଞ୍ଜ ଅନେକାଂଶରେ ସହାୟକ ହୋଇପାରିବ ବୋଲି ପ୍ରସ୍ତୁତକାରୀ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏପରି ସିରିଞ୍ଜ ପାଇଁ ଜର୍ମାନୀର ବିଶେଷଜ୍ଞମାନେ ଦୀର୍ଘ ଦିନ ଧରି ଗବେଷଣା କରିବା ପରେ ଏଥିରେ ସଫଳ ହୋଇଛନ୍ତି। ଅତ୍ୟାଧୁନିକ ଜ୍ଞାନକୌଶଳ ବିଶିଷ୍ଟ ଏହି କ୍ୟାମେରାଯୁକ୍ତ ସିରିଞ୍ଜରେ ତିନୋଟି ଲେନ୍ସ ରହିଛି। ଏହି କ୍ୟାମେରା ଦେଖିବାକୁ ଛୋଟ ଲୁଣ ଦାନା ପରି। ଏଥିରେ ମଧ୍ୟ ଥ୍ରୀ-ଡି ପ୍ରିଣ୍ଟିଙ୍ଗ ସିଷ୍ଟମ ଉପଲବ୍ଧ। ଏପରି ସିରିଞ୍ଜର ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳିଛି ବୋଲି ଜର୍ମାନୀସ୍ଥିତ ଷ୍ଟୁଟଗାର୍ଡ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପି ଓଠ ପାଇଁ…

ମୁହଁର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ଓଠର ଭୂମିକା ମଧ୍ୟ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ତେଣୁ ଓଠକୁ ଆକର୍ଷଣୀୟ କରିବା ଲାଗି ମହିଳାମାନେ ବିଭିନ୍ନ ପ୍ରକାର ଲିପ୍‌ ମେକ୍‌ଅପ୍‌...

ହୃଦ୍‌ଜନିତ ସମସ୍ୟାଠାରୁ ବି ଦୂରେଇ ରଖେ ଅମୃତଭଣ୍ଡା

ଶରୀର ପାଇଁ ଅମୃତଭଣ୍ଡା ବେଶ୍‌ ଉପକାରୀ। ବାଡିବଗିଚାରେ ମଧ୍ୟ ଏହା ସହଜରେ ମିଳିଥାଏ। କଞ୍ଚା ହେଉ ବା ପାଚିଲା ଉଭୟ ଶରୀର ପାଇଁ ଲାଭଦାୟକ ହୋଇଥାଏ।...

ମଙ୍ଗଳ ଗ୍ରହରେ ଜୀବସତ୍ତା ସମ୍ଭବ

ମଙ୍ଗଳ ଗ୍ରହକୁ ନେଇ ବିଭିନ୍ନ ଦେଶରେ ମହାକାଶବିଜ୍ଞାନୀ ଗବେଷଣା ଜାରି ରଖିଛନ୍ତି। ସେଠାରେ ଲୁକ୍କାୟିତ ବିଭିନ୍ନ ତଥ୍ୟକୁ ଲୋକଲୋଚନକୁ ଆଣିବାକୁ ବେଶ କିଛି ବର୍ଷ ଧରି...

ଘରେ ବହୁତ ମଶା ହେଉଛନ୍ତି କି? ଜାଣନ୍ତୁ ଘଉଡ଼ାଇବାର ଘରୋଇ ଉପାୟ

ଘରେ ମଶା ହେବାଦ୍ୱାରା ମ୍ୟାଲେରିଆ, ଡେଙ୍ଗୁ, ଚିକେନ୍‌ଗୁନିଆ ଭଳି ମାରାତ୍ମକ ରୋଗ ହେବାର ଆଶଙ୍କା ରହିଥାଏ। ତେଣୁ ଆମେ ମାର୍କେଟ୍‌ରେ ମିଳୁଥିବା ବିଭିନ୍ନ କେମିକାଲ୍‌ ଯୁକ୍ତ...

ବ୍ୟବସାୟ କରୁଛନ୍ତି କି? ସଫଳ ହେବାକୁ ଚାହୁଁଥିଲେ…

ବ୍ୟବସାୟରେ ଉନ୍ନତି ପାଇଁ ଅନେକ ବାସ୍ତୁଟିପ୍ସ ରହିଛି। ଏହି ଟିପ୍ସଗୁଡ଼ିକୁ ଉପଯୋଗ କରିବା ଦ୍ୱାରା ସକାରାତ୍ମକ ଊର୍ଜା ଉତ୍ପନ ହୋଇ ବ୍ୟବସାୟକୁ ସଫଳ କରିବାରେ ବିଶେଷ...

ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ...

ପନିର୍‌ ମାଜିଷ୍ଟିକ୍‌

ସମ୍ବଲପୁର ସହରର ଜଗନ୍ନାଥ କଲୋନୀ ଛକଠାରେ ମିଡ୍‌ଟାଉନ୍‌ ରେସ୍ତୋରାଁ ଗ୍ରାହକମାନଙ୍କ ରୁଚି ଅନୁସାରେ ପ୍ରସ୍ତୁତ କରୁଛି ସ୍ବାଦିଷ୍ଠ ଖାଦ୍ୟ। ପନିର ମାଜିଷ୍ଟିକ୍‌ ଏହାର ମୁଖ୍ୟ ଡିଶ୍‌।...

ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଅଦାପାଣି

ଅଦାରେ ଅନେକ ଉପକାରୀ ଗୁଣ ରହିଛି। ଅନେକେ ଅଦା ଚା’ ପିଇବାକୁ ଭଲପାଆନ୍ତି। ରୋଷେଇରେ ଏହାକୁ ମସଲା ରୂପେ ବ୍ୟବହାର କରାଯାଉଥିବା ବେଳେ ଆୟୁର୍ବେଦରେ ବିଭିନ୍ନ...

Advertisement
Archives

Model This Week