Posted inଖେଳ

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ ଗ୍ରୀନ IPL ଇତିହାସର ସବୁଠାରୁ ମହଙ୍ଗା ବିଦେଶୀ ଖେଳାଳି ହୋଇଛନ୍ତି।

ଆଗାମୀ ସିଜିନ ପୂର୍ବରୁ ଦଳଗୁଡ଼ିକ ସେମାନଙ୍କର ଆବଶ୍ୟକତା ପୂରଣ କରିବାକୁ ଚାହୁଁଥିବାରୁ, ଏଥର ୩୬୯ ଖେଳାଳିଙ୍କୁ କ୍ରୟ କରାଯାଉଛି। IPL 2026 ନିଲାମରେ ୩୬୯ ଖେଳାଳିଙ୍କ ମଧ୍ୟରୁ ୪୦ ଖେଳାଳିଙ୍କ ମୂଳ ମୂଲ୍ୟ ୨ କୋଟି। ଯେତେବେଳେ ଅଧିକାଂଶ ଖେଳାଳିଙ୍କ ମୂଳ ମୂଲ୍ୟ ୩୦ ଲକ୍ଷ ରହିଛି। ଏଥର ୧୦ଟି ଦଳରେ ସର୍ବାଧିକ ୭୭ ଖେଳାଳି ବିକ୍ରି ହୋଇପାରିବ, ଯେଉଁଥିରୁ ୩୧ ଜଣ ବିଦେଶୀ ଖେଳାଳି ରହିବେ ନାହିଁ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?