Posted inଖେଳ

ଅଷ୍ଟ୍ରେଲିଆ ବିପକ୍ଷରୁ ଅଭିଯାନ ଆରମ୍ଭ ଓ ଶେଷ

ଅମହମ୍ମଦାବାଦ, ୧୮ା୧୧: ୨୦୨୩ ବିଶ୍ୱକପ୍‌ରେ ଭାରତ ଅକ୍ଟୋବର ୮ରେ ଅଷ୍ଟ୍ରେଲିଆ ବିପକ୍ଷରୁ ହିଁ ଅଭିଯାନ ଆରମ୍ଭ କରିଥିଲା। ଘଟଣା କ୍ରମରେ ଉଭୟ ଦଳ ମଧ୍ୟରେ ଫାଇନାଲରେ ଭାରତ ପୁଣି ଅଷ୍ଟ୍ରେଲିଆକୁ ଭେଟିବାକୁ ଯାଉଛି। ଅର୍ଥାତ୍‌ ଭାରତର ଅଭିଯାନ ଏଥର ଅଷ୍ଟ୍ରେଲିଆ ବିପକ୍ଷରୁ ଆରମ୍ଭ ଓ ଶେଷ ହେବାକୁ ଯାଉଛି। ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଲିଗ୍‌ ମ୍ୟାଚରେ ଭାରତ ୬ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା।

ଘରୋଇ ବୋଲରଙ୍କ ଚମତ୍କାର ବୋଲିଂର ସାମ୍ନା କରି ନ ପାରି ଅଷ୍ଟ୍ରେଲିଆ ୪୯.୩ ଓଭରରେ ମାତ୍ର ୧୯୯ ରନକରି ଅଲ୍‌ଆଉଟ ହୋଇଯାଇଥିଲା। ଷ୍ଟିଭେନ ସ୍ମିଥ୍‌ ସର୍ବାଧିକ ୪୬ ଓ ଡେଭିଡ ଓ୍ବାର୍ନର ୪୧ ରନ କରି ପାରିଥିଲେ। ଭାରତର ୬ ଜଣ ଯାକ ବୋଲର ଉଇକେଟ ପାଇଥିଲେ। ସେମାନଙ୍କ ମଧ୍ୟରୁ ରବୀନ୍ଦ୍ର ଜାଡେଜା ୩ଟି ଏବଂ ଯଶପ୍ରୀତ୍‌ ବୁମ୍‌ରା ଓ କୁଲଦୀପ ଯାଦବ ୨ଟି ଲେଖାଏ ଉଇକେଟ ପାଇଥିଲେ। ୨୦୦ ରନ ବିଜୟ ଲକ୍ଷ୍ୟରେ ଭାରତ ୪୨.୨ ଓଭରରେ ୪ ଉଇକେଟ ହରାଇ ୨୦୧ ରନ ସଂଗ୍ରହ କରି ନେଇଥିଲା। ଲୋକେଶ ରାହୁଲ ୯୭ ରନ କରି ଅପରାଜିତ ରହିଥିବାବେଳେ ତାରକା ବ୍ୟାଟର ବିରାଟ କୋହଲି ସ୍କୋର କରିଥିଲେ ୮୫ ରନ। ଅଷ୍ଟ୍ରେଲିଆ ବୋଲରଙ୍କ ମଧ୍ୟରେ କେବଳ ଜୋଶ୍‌ ହାଜେଲଉଡ୍‌ (୩/୩୮)ଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବୋଲର ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉପରେ ସେପରି ପ୍ରଭାବ ପକାଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri