Advertisement

ସରିଲା ପ୍ରଚାର: ୩ରେ ଉପନିର୍ବାଚନ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି।
ଶେଷ ଦିନରେ ଯୋରଦାର ପ୍ରଚାର ହୋଇଥିଲା। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ହେଭିଓ୍ବେଟ ଓହ୍ଲାଇଥିଲେ। ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ୬ ତାରିଖରେ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବେଧଡ଼କ ଚାଲିଛି ବେଆଇନ କରତକଳ

ରୂପ୍‌ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି।...

୩ ଜରିମାନା ଖିଲାପୀ ଖଣିର ସମ୍ପତ୍ତି ଜବତ ନିର୍ଦ୍ଦେଶ

କେନ୍ଦୁଝର,୨ା୨(ଡ଼ି.ଏନ୍‌.ଏ.)- ଜରିମାନା ଖିଲାପୀ ଖଣି ଲିଜ୍‌ଧାରୀଙ୍କ ବିରୋଧରେ କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଓପିଡିଆର୍‌ ସାର୍ଟିଫିକେଟ କେଶ ମଧ୍ୟରୁ ଶନିବାର ୩ଟି ଖଣିର ଶୁଣାଣି ହୋଇଛି।...

ସବୁ ସ୍କୁଲରେ ‘ପିଲାଟିଏ- ଗଛଟିଏ’ ଅଭିଯାନ

ବ୍ରହ୍ମପୁର ଅଫିସ୍‌,୨୦ା୬-ବାରମ୍ବାର ସାମୁଦ୍ରିକ ବାତ୍ୟାର ସମ୍ମୁଖୀନ ହେଉଛି ଗଞ୍ଜାମ ଜିଲା। ଗୋଟିଏ ପରେ ଗୋଟିଏ ବାତ୍ୟା ଏ ଜିଲାର ସବୁଜିମାକୁ ନଷ୍ଟ କରିବାରେ ଲାଗିଛି। ସରକାରୀ...

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବୌଦ୍ଧ, ୯ା୪(ସ୍ବ.ପ୍ର) ରାଜ୍ୟ ସରକାର ଲକଡାଉନ ସମୟରେ ଗରିବ ଖଟିଖିଆଙ୍କ ପାଇଁ ସହାୟତା ଘୋଷାଣା କରିଛନ୍ତି। ଏହିକ୍ରମରେ ବୌଦ୍ଧ ଜିଲାରେ ନିର୍ମାଣ ଶ୍ରମିକଙ୍କୁ ଏହି ସହାୟତା...

ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀ

ଭଦ୍ରକ ଅଫିସ,୧୮।୪: ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀଙ୍କୁ ନେଇ ଏବେ ଭଦ୍ରକରେ ଚର୍ଚ୍ଚା ଜୋର ଧରିଛି। ଲକ୍‌ଡାଉନ୍‌ରେ ଘରେ ସମସ୍ତେ ବନ୍ଦୀ ହୋଇ ଥିବାବେଳେ...

ସୌନ୍ଦର୍ଯ୍ୟକରଣ ହେବ ବଳଦେବଜୀଉ ବଡ଼ଦାଣ୍ଡ

କେନ୍ଦୁଝର, ୧୬।୧୨(ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ବଳଦେବଜୀଉ ମନ୍ଦିରର ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ସହ ବଡଦାଣ୍ଡ ଓ ଶ୍ରୀ ଗୁଣ୍ଡିଚା ମନ୍ଦିରକୁ ସୌନ୍ଦର୍ଯ୍ୟ କରାଯିବ ବୋଲି ଜିଲାପାଳ...

ବ୍ଳାକ୍‌ମେଲିଂ କରିବାରୁ ହତ୍ୟା କରି ଜାଳି ଦେଲୁ

ବଲାଙ୍ଗୀର ଅଫିସ/ଗୁଡଭେଲା,୨୬ା୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷରା ଥାନା ବୀରାମୁଣ୍ଡା ପଞ୍ଚାୟତ ଅଧୀନ କର୍ଲାଖମନ ଗାଁ ନିକଟ ରାହୁଲ ନଦୀ କୂଳରୁ ବୁଧବାର ସନ୍ଧ୍ୟାରେ ବୌଦ୍ଧ ଜିଲା...

ଦୁଇ ଆସନରେ ୧୨ ପ୍ରାର୍ଥୀ

ନିରାକାରପୁର, ୧୦ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜମି ଆସିଲାଣି ପ୍ରଚାର। ପ୍ରାର୍ଥୀମାନେ ନିଜସ୍ବ ଢଙ୍ଗରେ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି। ପ୍ରତି ଗାଁ,...

Advertisement
Archives

Model This Week