ସରିଲା ପ୍ରଚାର: ୩ରେ ଉପନିର୍ବାଚନ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି।
ଶେଷ ଦିନରେ ଯୋରଦାର ପ୍ରଚାର ହୋଇଥିଲା। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ହେଭିଓ୍ବେଟ ଓହ୍ଲାଇଥିଲେ। ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ୬ ତାରିଖରେ ଭୋଟ ଗଣତି ହେବ।