Posted inଜାତୀୟ

ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ଶେଷ ପ୍ରଚାର

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶ ବିଧାନସଭାର ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ। ଏନେଇ ପ୍ରମୁଖ ଦଳ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ୨୦ରେ ତୃତୀୟ ପର୍ଯ୍ୟାୟ ଭୋଟ ଥିବାରୁ ଆଜି ସନ୍ଧ୍ୟା ୬ଟା ସୁଦ୍ଧା ପ୍ରଚାର ଶେଷ ହେବ। ଏହି ପର୍ଯ୍ୟାୟରେ ୧୬ ଜିଲାରେ ୫୯ ସିଟ ପାଇଁ ମତଦାନ ହେବ। ହାଥରସ, ଫିରୋଜାବାଦ, ଇଟାଓ୍ବା, ମେନପୁରୀ, କାସଗଞ୍ଜ, ମେନପୁରୀ, ଫରୁଖାବାଦ, କନ୍ନେଜ, କାନପୁର, ଝାନସୀ, ଲଳିତପୁର ଆଦି ଜିଲାରେ ଭୋଟ ଗ୍ରହଣ ହେବ । ରବିବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସା ୬ଟାରେ ଶେଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ସିଂଘଲଙ୍କୁ ଇଡି ସମନ

ରାଞ୍ଚି,୧୦।୫: ମନି ଲଣ୍ଡରିଂ ମାମଲାରେ ଝାଡଖଣ୍ଡ ଖଣି ସଚିବ ପୂଜା ସିଂଘଲଙ୍କୁ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଜେରା ପାଇଁ...

ସନ୍ନି ଦେଓଲ କରୋନା ପଜିଟିଭ୍‌

ଗୁରୁଦାସପୁର,୨।୧୨: ଗୁରୁଦାସପୁର ଏମ୍‌ପି ସନ୍ନି ଦେଓଲଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ବୁଧବାର ସନ୍ନି ଟୁଇଟ୍‌ କରି ଜଣାଇଛନ୍ତି। ସେ ଏବେ...

ଡ୍ରଗ୍ସ୍‌ କାରବାର ୩ ବର୍ଷରେ ୪୫୫ ପ୍ରତିଶତ ବୃଦ୍ଧି, ବର୍ଷକୁ ୨ ଲକ୍ଷରୁ ଅଧିକ ମୃତ୍ୟୁ…

ନୂଆଦିଲ୍ଲୀ,୫।୧୦: ଡ୍ରଗ ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏନ୍‌ସିବି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଗତ ବର୍ଷ ବଲିଉଡରେ ଡ୍ରଗ୍ସ୍‌ ମାମଲା ଆସିବା ପରେ...

ଶପଥ ନେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ,୪ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ନିଜ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ତାଙ୍କ କ୍ୟାବିନେଟରେ ୯ ବିଧାୟକଙ୍କୁ ନୂଆ ମନ୍ତ୍ରୀ ରୂପେ ସାମିଲ କରାଯାଇଛି।...

୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭାକ୍ସିନ୍‌ ଟିକା…

ନୂଆଦିଲ୍ଲୀ,୧୨।୧୦: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇ ନେଇ ଦିଲ୍ଲୀରୁ ଖୁସି ଖବର ଆସିଛି। ଦେଶରେ ଏବେ ୨ ରୁ ୧୮ ବର୍ଷ ବୟସ୍କ...

ସିଙ୍ଗାପୁରରେ ନାନ୍ସି ପେଲୋସି

କୁଆଲାଲମ୍ପୁର, ୨ା୮: ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ଏସିଆ ଗସ୍ତ ଆରମ୍ଭ ହୋଇଛି। ସୋମବାର ସେ ଏକ ପ୍ରତିନିଧି ମଣ୍ଡଳୀ ସହ ସିଙ୍ଗାପୁରରେ ପହଞ୍ଚିଛନ୍ତି।...

ମଧ୍ୟପ୍ରଦେଶ କଂଗ୍ରେସକୁ ଆଉ ଏକ ଝଟ୍‌କା: ଭାଜପାରେ ଯୋଗଦେଲେ ସୁମିତ୍ରା

ଭୋପାଳ,୧୮।୭: ରାଜସ୍ଥାନ ରାଜନୀତିରେ ଚାଲିଥିବା କଳି ମଧ୍ୟରେ କଂଗ୍ରେସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ମଧ୍ୟପ୍ରଦେଶରେ କଂଗ୍ରେସର ଆଉ ଜଣେ ବିଧାୟକ ସୁମିତ୍ରା ଦେବୀ...

ଲଙ୍ଗର ପାଇଁ ରୁଟି ତିଆରି କଲେ ବ୍ରିଟେନ ରାଜକୁମାର

ନୂଆଦିଲ୍ଲୀ,୧୩।୧୧: ବ୍ରିଟେନ ରାଜକୁମାର ପ୍ରିନ୍ସ ଚାଲର୍‌ସ ୩ଦିନିଆ ଗସ୍ତରେ ଭାରତକୁ ଆସିଛନ୍ତି। ବୁଧବାର ପ୍ରଥମେ ଦିଲ୍ଲୀସ୍ଥିତ ଗୁରୁଦ୍ୱାରା ବାଂଲା ସାହିବରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଭବ୍ୟ...

Advertisement
Archives

Model This Week