Posted inଜାତୀୟ

ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଥମିବ ପ୍ରଚାର: ଏହିସବୁ ହେବିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା

ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଥମିବ ପ୍ରଚାର: ଏହିସବୁ ହେବିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା
ନୂଆଦିଲ୍ଲୀ,୧୭।୪: ଲୋକ ସଭା ନିର୍ବାଚନ ୨୦୨୪ର ପ୍ରଥମ ପର୍ଯ୍ୟାୟ ପ୍ରଚାର ପାଇଁ ବୁଧବାର ସନ୍ଧ୍ୟା ୬ଟାରେ ବନ୍ଦ ହେବ। ଭୋଟ ଦେବାର ୪୮ ଘଣ୍ଟା ପୂର୍ବରୁ ସାଧାରଣ ସଭା, ରୋଡ ଶୋ’ ଏବଂ ଶୋଭାଯାତ୍ରା ଉପରେ ଏକ ନିଷେଧାଦେଶ ରହିବ। ପ୍ରଚାରର ଶେଷ ଦିନରେ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହା, ରାହୁଲ ଗାନ୍ଧୀ ନିର୍ବାଚନ ଯୁଦ୍ଧରେ ଜିତିବା ପାଇଁ ନିଜର ସମ୍ପୂର୍ଣ୍ଣ ବଳ ଖଟାଇବେ। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟରେ ୧୦୨ଟି ଆସନରେ ଭୋଟ ଗ୍ରହଣ କରାଯିବ।
୨୦୧୯ ଲୋକ ସଭା ନିର୍ବାଚନରେ ବହୁ ସଂଖ୍ୟାରେ ଭାଜପା ଜିତିଥିଲା। ୨୦୨୪ରେ, ଏନଡିଏ ୪୦୦ ପ୍ଲସର ସ୍ଲୋଗାନ ଦେଇ ପୂର୍ବ ପ୍ରଦର୍ଶନ ଅପେକ୍ଷା ଭଲ କରିବାକୁ ଚେଷ୍ଟା କରୁଛି, ଅନ୍ୟପକ୍ଷରେ, ଇଣ୍ଡିଆ ସହଯୋଗୀ ଦଳ ମଧ୍ୟ ଏନଡିଏର ବିଜୟ ରଥକୁ ରୋକିବାକୁ ଚେଷ୍ଟା କରୁଛି। ୨୦୧୯ରେ ଜିତିଥିବା ଆସନ ଉପରେ ନିଜର ଆଭିମୁଖ୍ୟ ବଜାୟ ରଖିବା ହେଉଛି ଭାଜପା ପୂର୍ବରୁ ସବୁଠାରୁ ବଡ ଆହ୍ବାନ। ୍‌
ଦେଶର ୨୧ଟି ରାଜ୍ୟରେ ୧୦୨ ଲୋକ ସଭା ଆସନ ପାଇଁ ୧୯ ଏପ୍ରିଲରେ ମତଦାନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଆସନ ମଧ୍ୟରୁ ତାମିଲନାଡୁର ସର୍ବାଧିକ ୩୯ଟି ଆସନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ...

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨...

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri