Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ ଦିନରେ ପ୍ରଚାର ମଇଦାନରେ ଦେଖିବାକୁ ମିଳିଛନ୍ତି ହେଭିୱେଟ ନେତା । ପ୍ର୍ରାର୍ଥୀଙ୍କ ପାଇଁ ମଇଦାନରେ ନଜର ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ବିଶାଳ ରାଲି କରି ଜନତାଙ୍କୁ ଭୋଟ ମାଗିଛନ୍ତି ନେତା ।

୨୬ ତାରିଖ ଅର୍ଥାତ ଶୁକ୍ରବାର ୧୨ ରାଜ୍ୟର ୮୮ ଲୋକ ସଭା ଆସନ ପାଇଁ ଭୋଟ ପଡିବ । ୧୨୦୬ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରିକ୍ଷା କରିବେ ଭୋଟର । କର୍ନାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ତ୍ରିପୁରା,ପଶ୍ଚିମବଙ୍ଗ,ଆସାମ, ବିହାର, ଛତିଶଗଡ, ଜମ୍ମୁ କଶ୍ମିର ଲୋକ ସଭା ଆସନ ପାଇଁ ହେବ ମତଦାନ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?