ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର,୨୨।୨(ବ୍ୟୁରୋ):ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ତିନୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ସରିଥିବା ବେଳେ ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଜାରି ରହିଛି । ସେହିପରି ୨୪ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବ। ତେବେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ସରିବ। ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋରଦାର ହେଉଛି । ଶେଷ ପର୍ଯ୍ୟାୟ ନିର୍ବାଚନରେ ଭଲ ପ୍ରଦର୍ଶନ କରିବା ପାଇଁ ପ୍ରଚାର ଜୋରଦାର ଚାଲିଛି। ପଞ୍ଚମ ପର୍ଯ୍ୟାୟରେ ରାଜ୍ୟରେ ୪୯ ବ୍ଲକର ୧୩୧ଟି ଜିଲାପରିଷଦ ଜୋନ୍‌ରେ ହେବ ନିର୍ବାଚନ। ୯୭୫ ସରପଞ୍ଚ, ସମିତି ସଭ୍ୟ ଏବଂ ୧୩ହଜାର ୫୧୪ ଓ୍ବାର୍ଡରେ ଭୋଟିଂ ହେବ । ୪୧ଲକ୍ଷରୁ ଅଧିକ ଭୋଟର ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ନିଜର ମତଦାନ ସାବ୍ୟସ୍ତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାମଚନ୍ଦ୍ର ବେହେରା ପାଇବେ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ୨୦୨୦ ପାଇଁ ଏକାଡେମୀର ସର୍ବୋଚ୍ଚ ମର୍ଯ୍ୟାଦାଜନକ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଓ ‘ବୟୋଜ୍ୟେଷ୍ଠ ସାରସ୍ବତ...

କରୋନା ମୁକାବିଲା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଝାରପଡ଼ା ବଣିକ ସଂଘ ପକ୍ଷରୁ ୫୧ ହଜାର ଟଙ୍କା ପ୍ରଦାନ

କଟକ ରୋଡ୍‌,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ପାଇଁ ଭୁବନେଶ୍ୱର ଝାରପଡ଼ା ହାଟ ବଣିକ ସଂଘ ପକ୍ଷରୁ ଗୁରୁବାର ୫୧,୫୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ...

‘ମିସ୍‌ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ’: ଟାଇଟଲ ଜିତିଲେ ଓଡ଼ିଆ ଝିଅ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନୂଆଦିଲ୍ଲୀରେ ଅନୁଷ୍ଠିତ ମିସ୍‌ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ଟାଇଟଲ ଜିତିଛନ୍ତି ଓଡ଼ିଆ ଝିଅ ଲାବଣ୍ୟା ଦାସ। ଭୁବନେଶ୍ୱର ୟୁନିଟ୍‌-୮ ଡିଏଭିରେ ଦଶମ...

ସରକାରୀ ବାବୁଙ୍କୁ ଓଡ଼ିଆ ଭାଷାର ପ୍ରଶିକ୍ଷଣ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ):  ଓଡ଼ିଆ ଭାଷାରେ ପାଠ ପଢ଼ିବେ ସରକାରୀ ବାବୁ ଓ କର୍ମଚାରୀମାନେ। ପ୍ରଶାସନିକ କାର୍ଯ୍ୟରେ ଆବଶ୍ୟକ ହେଉଥିବା ଏବଂ ରାଜ୍ୟର ସାଧାରଣ ଲୋକ ବୁଝିପାରୁଥିବା...

ସାଇବର ମାମଲା:ସଫଳତା ଶୂନ

ଭୁବନେଶ୍ୱର,୪ା୭ (ବ୍ୟୁରୋ)(ତ୍ରିନାଥ ମହାନ୍ତି): କରୋନା କଟକଣା ପାଇଁ ଲୋକେ ଘରେ ରହିଲେ। ଇ-କାରବାର ଉପରେ ଅଧିକ ନିର୍ଭରଶୀଳ ହୋଇପଡିଲେ। ଏହାର ସୁଯୋଗ ନେଇ ସାଇବର ଅପରାଧୀମାନେ...

ଭଙ୍ଗା ମୋବାଇଲରୁ ମିଳିଲା ମୃତ ଯୁବତୀଙ୍କ ପରିଚୟ

ସମ୍ବଲପୁର,୫ା୧(ବ୍ୟୁରୋ): ୩ ଦିନ ପରେ ସମ୍ବଲପୁର ବୁର୍ଲା ପିସି ବ୍ରିଜ ତଳୁ ମିଳିଥିବା ମୃତ ଯୁବତୀଙ୍କ ପରିଚୟ ପାଇଛି ପୋଲିସ। ଯୁବତୀ ଜଣକ ସୁବର୍ଣ୍ଣପୁର ଜିଲା...

ବାତ୍ୟାଠାରୁ ପୁରୀରେ ଏମ୍‌ଏସ୍‌ଏମ୍‌ଇ ବନ୍ଦ

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟା ‘ଫନୀ’ରେ ଧ୍ୱସ୍ତବିଧ୍ୱସ୍ତ ପୁରୀ ଜିଲାରେ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟଗ (ଏମ୍‌ଏସ୍‌ଏମ୍‌ଇ) ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାର ମାସକ ପରେ...

ଘର ଭାଙ୍ଗିଲେ, ଶିଶୁପୁତ୍ରର ଜୀବନ ନେଲେ

କେନ୍ଦୁଝର,୧୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ବିମଳା ସେକ୍ସନ ରାଣିବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିବା...

Advertisement
Archives

Model This Week