Advertisement

ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର

ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଆଜିଠୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ୫ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ବିଜେଡି,କଂଗ୍ରେସ, ଭାଜପା ଏବଂ ଦୁଇ ଜଣ ସ୍ବାଧୀନ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ...

ଚୋରି ସାମଗ୍ରୀ କ୍ରୟ ଘଟଣା: ୨ କ୍ରେତା କୋର୍ଟ ଚାଲାଣ

ବିଜେପୁର,୧୯।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ପୋଲିସ ଏକ ଚୋରି ରାକେଟ ଠାବ କରି ମୁଖ୍ୟ ଅଭିଯୁକ୍ତ ସମେତ ୫ଜଣଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିଲା। ତେବେ...

ସାଇବର ଠକେଇରୁ ବର୍ତ୍ତିଲେ ଯୁବକ

ବାଲେଶ୍ୱର ଅଫିସ, ୧୨।୧୦:  ହ୍ବାଟସଆପରୁ ପରିଚୟ ହେବା ପରେ ନଗ୍ନ ଭିଡ଼ିଓ କଲ୍‌ କରି ଫସାଇବାକୁ ଉଦ୍ୟମ କରୁଥିବା ମହିଳାଙ୍କଠାରୁ ଅଳ୍ପକେ ବର୍ତ୍ତିଛନ୍ତି ବାଲେଶ୍ୱର ସହରର...

ପୁରୀ ହାଜତ ମୃତ୍ୟୁ ମାମଲା: ସତ୍ୟ ପାଠ ଦାଖଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୁରୀ ହାଜତ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଛନ୍ତି। ସରକାର ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ଅସ୍ବୀକାର କରିଛନ୍ତି। ଏହା ସହ...

ମଠ, ମନ୍ଦିର ଧ୍ୱଂସ ବିକାଶ ନୁହେଁ, ବିନାଶ

ପୁରୀ ଅଫିସ,୨୬।୪:ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦର ଅଧ୍ୟକ୍ଷ ପ୍ରବୀଣ ତୋଗଡ଼ିଆ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ ସେ ଶ୍ରୀମନ୍ଦିର...

ଦ୍ୱିତୀୟ ବିବାହ କରି ଯୁବକ ଗିରଫ

ଖଇରା,୧୩ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ନଟାପଡ଼ା ଗାଁର ନରେନ୍ଦ୍ର ବିଦାନ୍ତ ନାମକ ଜଣେ ବିବାହିତ ଯୁବକ ମିଥ୍ୟା ପ୍ରଲୋଭନ ଦେଖାଇ ଦ୍ବିତୀୟ ବିବାହ...

ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୬।୪: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୧ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୫୭...

ନିଶା ବେପାରୀଙ୍କ ଗୁଳିମାଡ଼ରେ ପୁଅ ମୃତ, ବାପା ଗୁରୁତର

ଭୁବନେଶ୍ୱର,୮-୧୧(ବ୍ୟୁରୋ):ରାଜଧାନୀରେ ପୁଣି ଫୁଟିଛି ଗୁଳି। ଗଡ଼ିଛି ଆଉ ଏକ ମୁଣ୍ଡ। ବ୍ରାଉନ ସୁଗାର ବେପାରକୁ ବିରୋଧ କରିବାରୁ ବାପା ଓ ପୁଅଙ୍କୁ ଗୁଳିମାଡ଼ ହୋଇଛି। ନିଶା...

Advertisement
Archives

Model This Week